୧୦ ଜିଲାକୁ ୟେଲୋ ଆଲର୍ଟ

ଭୁବନେଶ୍ବର : ମଙ୍ଗଳବାର ପ୍ରବଳ ବର୍ଷା ସମ୍ଭାବନା ନେଇ ୧୦ ଜିଲାକୁ ୟେଲୋ ଆଲର୍ଟ ଜାରି ହୋଇଛି । ଆସନ୍ତାକାଲି ଅନେକ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ଥିବା ଅନୁମାନ କରିଛି ପାଣିପାଗ ବିଭାଗ । ଏନେଇ ୧୦ ଜିଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ମୟୁରଭଞ୍ଜ, କେନ୍ଦୁଝର, ଗଞ୍ଜାମ, ଗଜପତି, ମାଲକାନଗିରି, କୋରାପୁଟ, ରାୟଗଡା, ନବରଙ୍ଗପୁର, କଳାହାଣ୍ଡି ଓ କନ୍ଧମାଳକୁ ଆଲର୍ଟ ଜାରି ହୋଇଛି ।

Comments are closed.