www.samajalive.in
Monday, December 8, 2025
27.1 C
Bhubaneswar

ବିଶ୍ବ ଶାକାହାରୀ ଦିବସ

ନୂଆଦିଲ୍ଲୀ: ଆଜି ବିଶ୍ବ ଶାକାହାରୀ ଦିବସ । ପ୍ରତିବର୍ଷ ଅକ୍ଟୋବର ୧ରେ ବିଶ୍ବ ଶାକାହାରୀ ଦିବସ ପାଳନ କରାଯାଏ। ଶାକାହାରୀ ଖାଦ୍ୟର ଉପକାରିତା ସମ୍ପର୍କରେ ଜନସାଧାରଣଙ୍କୁ ଅବଗତ କରାଇବା ଉଦ୍ଦେଶ୍ୟରେ ଏହି ଦିବସ ପାଳିତ ହେଉଛି। ୧୯୭୭ରେ ନର୍ଥ ଆମେରିକାନ ଭେଜିଟେରିୟାନ ସୋସାଇଟି ତରଫରୁ ପ୍ରଥମଥର ପାଇଁ ଏହାକୁ ପାଳନ କରାଯାଇଥିଲା। ସେବେ ଠାରୁ ପ୍ରତିବର୍ଷ ଅକ୍ଟୋବର ୧ରେ ବିଶ୍ବ ଶାକାହାରୀ ଦିବସ ପାଳନ ହେଉଛି। ଶାକାହାରୀ ଖାଦ୍ୟର ମନୁଷ୍ୟ ଶରୀର ଉପରେ ବେଶ୍‌ ସୁପ୍ରଭାବ ରହିଥିବା ବେଳେ ଆମିଷ ଖାଦ୍ୟ ପାଇଁ ପଶୁହତ୍ୟା ଅନୁଚିତ ବୋଲି ଏହି ଦିବସ ବାର୍ତ୍ତା ପ୍ରଦାନ କରିଥାଏ। ବିଶ୍ବ ଶାକାହାରୀ ଦିବସ ପାଳନ ଅବସରରେ ଏକାଧିକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥାଏ। ସେହି କାର୍ଯ୍ୟକ୍ରମରେ ଜଣେ ବ୍ୟକ୍ତି କାହିଁକି ଶାକାହାରୀ ହେବା ଉଚିତ୍‌ ସେ ନେଇ ବିସ୍ତୃତ ଭାବେ ଆଲୋଚନା କରାଯାଇଥାଏ।

Hot this week

ଗାଁ କଳିରୁ ପୋଡାଜଳା , ମେଳି, ଉତ୍ତେଜନା : ଏମଭି-୨୬ ଗାଁରେ ପୁଲିସ ଛାଉଣୀ

ମାଲକାନଗିରି: ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ମାରିୱାଡ଼ା ପଞ୍ଚାୟତ ଅନ୍ତର୍ଗତ ରାଖେଲଗୁଡ଼ା...

ଗୋପାଳପୁର ଗଣଦୁଷ୍କର୍ମ ମାମଲା: ୫ ଅଭିଯୁକ୍ତଙ୍କ ନାଁରେ ଚାର୍ଜଫ୍ରେମ

ସମାଜଲାଇଭ ଡେସ୍କ: ଗୋପାଳପୁର ଗଣଦୁଷ୍କର୍ମ ମାମଲାରେ ଗିରଫ ହୋଇଥିବା ୧୦ ଅଭିଯୁକ୍ତଙ୍କ...

ଯାତ୍ରୀଙ୍କୁ ୪୫୦୦ ଲଗେଜ ହସ୍ତାନ୍ତର କଲା ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ଉଡ଼ାଣ ବାତିଲ ଯୋଗୁ ହଜାର ହଜାର...

ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ଜେଲ୍‌ ଦଣ୍ଡ

ନୂଆଦିଲ୍ଲୀ: ଏଣିକି ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ୫ ବର୍ଷ...

ରାଜ୍ୟର ସବୁ କ୍ଲବ, ପବ୍‌ରେ ଯାଞ୍ଚ ହେବ ଅଗ୍ନି ନିରାପତ୍ତା

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡରେ ୨୫ ଜଣଙ୍କ ପ୍ରାଣହାନୀ...

Related Articles

Popular Categories