www.samajalive.in
Monday, December 8, 2025
24.1 C
Bhubaneswar

ଜାମ୍ମୁ-କାଶ୍ମୀରରେ ଅନ୍ତିମ ପର୍ଯ୍ୟାୟ ଭୋଟ୍

ଶ୍ରୀନଗର : ଆଜି ଜାମ୍ମୁ ଓ କାଶ୍ମୀରରେ ତୃତୀୟ ତଥା ଶେଷ ପର୍ଯ୍ୟାୟ ଭୋଟଗ୍ରହଣ। କଡା଼ ସୁରକ୍ଷାରେ ବଳୟରେ ୪୦ ସିଟ୍‌ରେ ଚାଲିଛି ମତଦାନ।  ଏଥିରୁ ଜାମ୍ମୁ ଡିଭିଜନର ୨୪ ଓ କାଶ୍ମୀର ଡିଭିଜନର ୧୬ଟି ଆସନ ରହିଛି। ଏହି ପର୍ଯ୍ୟାୟରେ ୩୯ଲକ୍ଷ ଭୋଟର ୪୧୫ଜଣ ପ୍ରାର୍ଥୀଙ୍କର ଭାଗ୍ୟ ନିର୍ଦ୍ଧାରଣ କରିବେ। ମତଦାନ ଲାଗି ୫୦୬୦ଟି ମତଦାନ କେନ୍ଦ୍ର ଖୋଲାଯାଇଥିବାବେଳେ ୨୦ହଜାରରୁ ଅଧିକ ନିର୍ବାଚନ କର୍ମଚାରୀ ମୁତୟନ ହୋଇଛନ୍ତି। ବିଧାନସଭାର ୯୦ଟି ଆସନ ମଧ୍ୟରୁ ପ୍ରଥମ ଓ ଦ୍ବିତୀୟ ପର୍ଯ୍ୟାୟରେ ୫୦ଟି ଆସନ ପାଇଁ ଭୋଟ ଗ୍ରହଣ ଶେଷ ହୋଇଛି। ପ୍ରଥମ ପର୍ଯ୍ୟାୟରେ ୫୯ ପ୍ରତିଶତ ମତଦାନ ହୋଇଥିବାବେଳେ ଦ୍ଵିତୀୟ ପର୍ଯ୍ୟାୟରେ ୫୭.୦୩ ପ୍ରତିଶତ ମତଦାନ ହୋଇଥିଲା। ସମସ୍ତ ଆସନର ଭୋଟ ଗଣତି ଅକ୍ଟୋବର ୮ରେ ଅନୁଷ୍ଠିତ ହେବ।

Hot this week

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

ମୋଦୀଙ୍କୁ ସାହାଯ୍ୟ ମାଗିଲେ ପାକ୍ ମହିଳା

ନୂଆଦିଲ୍ଲୀ : ଜଣେ ପାକିସ୍ତାନୀ ମହିଳାଙ୍କ ସ୍ବାମୀ ଦିଲ୍ଲୀରେ ଦ୍ବିତୀୟ ବିବାହ...

Related Articles

Popular Categories