www.samajalive.in
Saturday, December 6, 2025
16.1 C
Bhubaneswar

ଧାମନଗରରେ ଡିଜିପି ୱାଇ.ବି ଖୁରାନିଆ, ବରିଷ୍ଠ ଅଧିକାରୀଙ୍କ ସହ ଆଲୋଚନା

ସମାଜ ଡିଜିଟାଲ ଡେସ୍କ: ଭଦ୍ରକ ଧାମନଗରରେ ପହଞ୍ଚିଛନ୍ତି ପୁଲିସ ଡିଜି ୱାଇ.ବି ଖୁରାନିଆ। ବରିଷ୍ଠ ଅଧିକାରୀଙ୍କ ସହ ଧାମନଗର ଥାନାରେ ଆଲୋଚନା କରୁଛନ୍ତି। ସୋସିଆଲ ମିଡ଼ିଆ ପୋଷ୍ଟକୁ ନେଇ ଧାମନଗରରେ ଉତ୍ତେଜନା ପରେ ଧୀରେ ଧୀରେ ସ୍ଥିତି ସ୍ୱାଭାବିକ ହେଉଥିବା ବେଳେ ସ୍ଥିତି ନେଇ ସମୀକ୍ଷା କରୁଛନ୍ତି ଡିଜିପି। ଜିଲ୍ଲପାଳ ଓ ଏସପିଙ୍କ ସହ ଘଟଣା ସମ୍ପର୍କରେ ଆଲୋଚନା କରିଛନ୍ତି। ଏଯାବତ ଘଟଣାରେ ୨୭ଜଣଙ୍କୁ ଗିରଫ କରିଛି ପୁଲିସ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories