www.samajalive.in
Monday, December 8, 2025
27.1 C
Bhubaneswar

ଶ୍ରୀମନ୍ଦିରରେ ରୋଷେଇରେ ଲୁହା କଡେଇ ବ୍ୟବହାର ଘଟଣା; ୩ ସୁପକାରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ..

ପୁରୀ : ଶ୍ରୀମନ୍ଦିରରେ ରୋଷେଇରେ ଲୁହା କଡେଇ ବ୍ୟବହାର ଘଟଣାରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି । ମଙ୍ଗଳବାର ୩ ସୁପକାରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କଲା ଶ୍ରୀମନ୍ଦିର ପ୍ରଶାସନ। ଶ୍ରୀମନ୍ଦିର ପରିସର କିମ୍ବା ଶ୍ରୀମନ୍ଦିର ରୋଷରେ ପ୍ରବେଶ ପାଇଁ ନିଷିଦ୍ଧ କରାଯାଇଛି । ଜଣେ ପାଳିଆ ସେବକ ମହାପ୍ରଭୁଙ୍କୁ ସେବାପୂଜାରୁ ନିଲମ୍ବନ କରାଯାଇଛି । କାର୍ଯ୍ୟାନୁଷ୍ଠାନ ନେଇ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ.ଅରବିନ୍ଦ ପାଢୀଙ୍କ ପକ୍ଷରୁ ସୂଚନା ମିଳିଛି । ମହାପ୍ରଭୁଙ୍କ ସେବାରେ ପରମ୍ପରା ବହିର୍ଭୂତ କାର୍ଯ୍ୟ,ବିଶୃଙ୍ଖଳା ବରଦାସ୍ତ କରାଯିବନି ବୋଲି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କହିଛନ୍ତି ।

ଏମିତି ଲୁଚାଇ ଆଣିଥିଲେ ୨୬ଟି ଆଇଫୋନ୍‌ ୧୬; ବିମାନ ବନ୍ଦରରେ ଧରାପଡିଲେ ମହିଳା..

Hot this week

ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର

ଭୁବନେଶ୍ଵର:ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର। ୨୦୧୭ ମସିହାରୁ ୨୦୧୯ ମସିହା...

ନାବାଳିକା ଆତ୍ମହୁତି ଘଟଣାରେ ସରକାରଙ୍କୁ ନବୀନଙ୍କ ନିଶାଣ

ସମାଜ ଲାଇଭ ଡେସ୍କ : ରାଜଗାଙ୍ଗପୁର ନାବାଳିକା ଆତ୍ମହୁତି ଘଟଣାରେ ଦୁଖ...

ଓଡ଼ିଶାରେ ଡାକ୍ତର ମରୁଡି ବଢାଇଲା ଚିନ୍ତା

ଭୁବନେଶ୍ୱର: ଓଡ଼ିଶାରେ ଡାକ୍ତର ମରୁଡି ପଡିଛି । ଠିକାରେ ଚାଲିଛି ଡାକ୍ତରୀ...

ଦାବି ପୂରଣର ପ୍ରତିଶ୍ରୁତି ପରେ ଧାରଣା ପ୍ରତ୍ୟାହୃତ

ରାଉରକେଲା: ଦାବି ପୂରଣର ପ୍ରତିଶ୍ରୁତି ପରେ ଧାରଣା ପ୍ରତ୍ୟାହୃତ ହୋଇଛି। ସୁନ୍ଦରଗଡ...

ବିଗ୍ ବସ୍ ୧୯ର ବିଜେତା ହେଲେ ଗୌରବ ଖାନ୍ନା

ସମାଜ ଡିଜିଟାଲ ଡେସ୍କ: ଗୌରବ ଖାନ୍ନା ରିଆଲିଟି ଶୋ ବିଗ୍ ବସ୍...

Related Articles

Popular Categories