ସମାଜ ଡିଜିଟାଲ ଡେସ୍କ: ପୂର୍ବତନ ମନ୍ତ୍ରୀ ତଥା ମାହାଙ୍ଗାର ପୂର୍ବତନ ବିଧାୟକ ପ୍ରତାପ ଜେନାଙ୍କୁ ହାଇକୋର୍ଟରୁ ଆଶ୍ଵସ୍ତି ମିଳିଛି। ମଙ୍ଗଳବାର ତଳ କୋର୍ଟଙ୍କ ରାୟକୁ ରଦ୍ଦ କରିଛନ୍ତି ହାଇକୋର୍ଟ। ପ୍ରତାପଙ୍କ ବିରୋଧରେ ଅପରାଧିକ ମାମଲା ଚାଲିବା ନେଇ ରାୟ ପ୍ରଦାନ କରିଥିଲେ ତଳ କୋର୍ଟ। ତଳ କୋର୍ଟଙ୍କ ରାୟକୁ ଚ୍ୟାଲେଞ୍ଜ କରି ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ ପ୍ରତାପ। ହାଇକୋର୍ଟଙ୍କ ଏହି ରାୟ ପରେ ପ୍ରତାପ ଏବେ ଦୋଷମୁକ୍ତ ହୋଇଛନ୍ତି।
Popular Categories



