www.samajalive.in
Monday, December 8, 2025
24.1 C
Bhubaneswar

ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ, ୩ ମୃତ

ସମାଜ ଡିଜିଟାଲ ଡେସ୍କ: ମହାରାଷ୍ଟ୍ର ପୁଣେରେ ହେଲିକପ୍ଟର ଦୁର୍ଘଟଣା। ପୁଣେ ଜିଲା ବବଧନ ନିକଟରେ ହେଲିକପ୍ଟର ଦୁର୍ଘଟଣା ଯୋଗୁଁଁ ୩ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ମୃତକଙ୍କ ମଧ୍ୟରେ ଦୁଇ ପାଇଲଟ ସମେତ ଜଣେ ଇଞ୍ଜିନିୟର ଥିବା ଆଶଙ୍କା କରାଯାଉଛି। ହେଲିକପ୍ଟରଟି ଏକ ଘରୋଇ କମ୍ପାନୀର ହୋଇଥିବା ପ୍ରାଥମକି ସୂଚନା ମିଳିଛି। ଦୁର୍ଘଟଣା ନେଇ ଖବର ପାଇ ଘଟଣାସ୍ଥଳରେ ପୁଲିସ, ଅଗ୍ନିଶମ ବାହିନୀ ପହଞ୍ଚି ଊର୍ଦ୍ଧ୍ବର କାର୍ଯ୍ୟରେ ଲାଗିଥିଲେ। ତେବେ ଘନ କୁହୁଡି ଯୋଗୁଁଁ ଦୁର୍ଘଟଣା ଘଟିଥିବା ଆଶଙ୍କା କରାଯାଉଛି। କେମିତି ଓ କିପରି ଦୁର୍ଘଟଣା ଘଟିଲା ତାହାର ତଦନ୍ତ ନିର୍ଦ୍ଦେଶ ଦିଆଯାଇଛି।

Hot this week

ମୋ ପୁଅ ବୋହୁଙ୍କ ପାଖରେ କେହି ଅଟକି ନଥିଲେ କି ପାଣି ଦେଇ ନଥିଲେ

ସମାଜ ଲାଇଭ ଡ଼େସ୍କ : ଗତ ସପ୍ତାହରେ ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ଘଟିଥିବା...

ପୁଟିନଙ୍କ ପରେ ଦିଲ୍ଲୀ ଆସିବେ ଜେଲେନସ୍କି!

ସମାଜ ଡିଜିଟାଲ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସଫଳ ଦିଲ୍ଲୀ...

ଶନି ଚଳନ: ୨୦୨୬ରେ ଲାଭବାନ ହେବେ ଏହି ୩ ରାଶି

ସମାଜ ଡିଜିଟାଲ ଡେସ୍କ: ହିନ୍ଦୁ ଧର୍ମରେ ଶନି ଦେବଙ୍କୁ ସ୍ୱତନ୍ତ୍ର ଭାବେ...

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

Related Articles

Popular Categories