www.samajalive.in
Saturday, December 6, 2025
23.1 C
Bhubaneswar

ଗାନ୍ଧୀ ସ୍ମୃତି ପୀଠରେ ସର୍ବଧର୍ମ ପ୍ରାର୍ଥନା ସଭା

ପୁରୀ: ଗାନ୍ଧୀ ଜୟନ୍ତୀ ଅବସରରେ ପୁରୀ ଗାନ୍ଧୀ ସ୍ମୃତି ପୀଠରେ ସର୍ବଧର୍ମ ପ୍ରାର୍ଥନା ସଭା ଅନୁଷ୍ଠିତ ହୋଇଯାଇଛି। ଜିଲା ପ୍ରଶାସନ ପକ୍ଷରୁ ଆୟୋଜିତ ଏହି ସ୍ମୃତି ସଭାରେ ଅତିରିକ୍ତ ଜିଲାପାଳ ଶରତ କୁମାର ବେହେରା ଅଧ୍ୟକ୍ଷତା କରିଥିଲେ। ସୂଚନା ଓ ଲୋକସଂପର୍କ ଉପ ନିର୍ଦେଶକ ସନ୍ତୋଷ କୁମାର ସେଠୀ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। ବିଦ୍ୟାଳୟ ଶିକ୍ଷକ/ଶିକ୍ଷୟିତ୍ରୀଙ୍କ ସମେତ ବହୁ ସଂଖ୍ୟାରେ ଛାତ୍ରଛାତ୍ରୀ ଏହି କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ।

Hot this week

ଏହି ଗୁଣ ଥିବା ମହିଳାଙ୍କୁ ମିଳେ ଲକ୍ଷ୍ମୀଙ୍କ ଆଶୀର୍ବାଦ: ଘର ହୁଏ ସ୍ୱର୍ଗ

ଚାଣକ୍ୟ ନୀତି: ନୀତି, ଜ୍ଞାନ ଓ ଜୀବନ ପ୍ରବନ୍ଧର ମହାନ ପଣ୍ଡିତ...

ଦୁଇ ବାଇକ୍‌ ଆରୋହୀଙ୍କ ମୁଣ୍ଡରେ ଚଢିଗଲା ଟ୍ରଲର

ବଣାଇ: ୧୪୩ ନମ୍ବର ଜାତୀୟ ରାଜପଥର ଗମଲେଇ ଛକ ନିକଟରେ ମର୍ମନ୍ତୁଦ...

ବିଜେପିରେ ମିଶିବେ ବିଜେଡିର ଦୁଇ ନେତା !

ଭୁବନେଶ୍ଵର: ବିଜେଡିର ଦୁଇ ନେତା ବିଜେପିରେ ମିଶିବାକୁ ଯାଉଛନ୍ତି। ପୂର୍ବତନ ମନ୍ତ୍ରୀ...

ଅତିରିକ୍ତ ସୁରକ୍ଷା ଜମା ଆଦାୟ ନେଇ ବିଦ୍ୟୁତ ଉପଭୋକ୍ତା ମହାସଂଘ କ୍ଷୋଭ

ଭୁବନେଶ୍ୱର: ବିଦ୍ୟୁତ ଗ୍ରାହକଙ୍କ ଠାରୁ ଅତିରିକ୍ତ ସୁରକ୍ଷା ଜମା ଆଦାୟ ନେଇ...

ଶିଶୁଙ୍କ ସୁନ୍ଦରତା ସହିପାରିଲାନି : ଏମିତି କରିଲା ନିଜ ପିଲାଙ୍କୁ ହତ୍ୟା

ସମାଜ ଡିଜିଟାଲ ଡେସ୍କ: ସେ ବୋଧହୁଏ ଦେଶର ପ୍ରଥମ ମହିଳା ସିରିଏଲ୍...

Related Articles

Popular Categories