www.samajalive.in
Saturday, December 6, 2025
26.1 C
Bhubaneswar

ଆଇପିିଏସ ସ୍ତରରେ ଅଦଳବଦଳ

ସମାଜ ଡିଜିଟାଲ ଡେସ୍କ: ଆଇପିଏସ ସ୍ତରରେ ଅଦଳବଦଳ କରିଛନ୍ତି ରାଜ୍ୟ ସରକାର। ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ବିନୋଦ ପାଟିଲ୍‌‌ ହୋଇଛନ୍ତି ମାଲକାନଗିରି ଏସପି। ରାହୁଲ ଗୋଏଲ ହେଲେ କଟକ ରେଲୱେ ଏସପି, ପୂର୍ବରୁ ବିନୋଦ ପାଟିଲ୍‌‌ କେସିଙ୍ଗାର ଏସଡିପିଓ ଭାବେ କାର୍ଯ୍ୟ କରୁଥିଲେ। ସେହିପରି ଓପିଏସ୍‌‌ ମିହିର କୁମାର ପଣ୍ଡା ହେଲେ ନବରଙ୍ଗପୁର ଏସପି। ମିହିର କୁମାର ପଣ୍ଡା ଏବେ ଓଡ଼ିଶା ପୁଲିସ ହେଡକ୍ୱାର୍ଟରରେ ନିଯୁକ୍ତ ଥିଲେ। ତୁରନ୍ତ କାର୍ଯ୍ୟରେ ଯୋଗ ଦେବାକୁ ଗୃହ ବିଭାଗର ନିର୍ଦ୍ଦେଶ ଦିଆଯାଇଛି।

Hot this week

‘ରାଧାନାଥ ରଥ ଥିଲେ ଅନନ୍ୟ ପ୍ରଜ୍ଞାଦୀପ୍ତ ପ୍ରତିଭା’

ଆଠଗଡ: ପଦ୍ମଭୂଷଣ ଡ.ରାଧାନାଥ ରଥ ଥିଲେ ଜଣେ ବିରଳ ବ୍ୟକ୍ତିତ୍ବ ଏବଂ...

ମୋବାଇଲ ଟାୱାରରେ ଚଢି ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ

ସୋର: ସୋର ଥାନା ମୁବାରକପୁର ଗାଁରେ ଅଘଟଣ। ପାରିବାରିକ କଳହକୁ କେନ୍ଦ୍ର...

‘ବାବୁଜୀ ଥିଲେ ଗୁରୁ ଶିଷ୍ୟ ପରମ୍ପରାରେ ଶ୍ରେଷ୍ଠ ନିଦର୍ଶନ’

ଗୁରୁଡ଼ିଝାଟିଆ: ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ ‘ସମାଜ’ର...

ବିଛଣା ପାଖରେ ଔଷଧ ରଖୁଛନ୍ତି କି ?

ନୂଆଦିଲ୍ଲୀ: ଏମିତି ଅନେକ ଲୋକ ଅଛନ୍ତି, ଯେଉଁମାନେ ଔଷଧ ଖାଆନ୍ତି ଏବଂ...

ମନଇଚ୍ଛା ବିମାନ ଟିକେଟ ବୃଦ୍ଧି ଉପରେ ବ୍ରେକ ଲଗାଇଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ସଙ୍କଟ ଯୋଗୁ ଅନେକ କମ୍ପାନୀ ହଠାତ୍‌...

Related Articles

Popular Categories