www.samajalive.in
Sunday, December 14, 2025
26.1 C
Bhubaneswar

ଜରୁରୀ ନ ଥିଲେ ଇରାନ ଯାତ୍ରା ନ କରିବାକୁ ପରାମର୍ଶ

ଡ଼େସ୍କ: ଭାରତୀୟ ନାଗରିକଙ୍କୁ ଇରାନ ଯାତ୍ରାରୁ ଦୂରେଇ ରହିବାକୁ ବୈଦେଶିକ ବ୍ୟାପାର ମନ୍ତ୍ରାଳୟ ପରାମର୍ଶ ଦେଇଛି। ଇରାନରେ ରହୁଥିବା ଲୋକମାନେ ସତର୍କ ରହିବା ସହ ତେହେରାନରେ ଥିବା ଭାରତୀୟ ଦୂତାବାସ ସହ ଯୋଗାଯୋଗରେ ରହିବାକୁ ମନ୍ତ୍ରଣାଳୟ ଏକ ଟ୍ରାଭେଲ ଆଡଭାଇଜରି ଜାରି କରି ଅନୁରୋଧ କରିଛି। ବୈଦେଶିକ ମନ୍ତ୍ରଣାଳୟ କହିଛି ଯେ ଏହି ଅଞ୍ଚଳରେ ସାମ୍ପ୍ରତିକ ନିରାପତ୍ତା ପରିସ୍ଥିତି ଉପରେ ତୀକ୍ଷ୍ଣ ନଜର ରଖାଯାଇଛି।

Hot this week

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

Related Articles

Popular Categories