www.samajalive.in
Friday, December 12, 2025
27.1 C
Bhubaneswar

ବ୍ଲେଡ ଭାଙ୍ଗିଯିବାରୁ ବନ୍ୟାଜଳରେ ଜରୁରୀ ଅବତରଣ କଲା ବାୟୁସେନା ହେଲିକପ୍ଟର

​ଡ଼େସ୍କ: ବିହାରର ମୁଜାଫରପୁର ଜିଲ୍ଲାର ଓରାଇ ଅଞ୍ଚଳରେ ବନ୍ୟା ରିଲିଫ କାର୍ଯ୍ୟରେ ନିୟୋଜିତ ଭାରତୀୟ ବାୟୁସେନାର ଏକ ହେଲିକପ୍ଟର ବୁଧବାର ଅପରାହ୍ନରେ ବନ୍ୟାଜଳରେ ଜରୁରୀକାଳୀନ ଅବତରଣ କରିଛି। ମୁଜାଫରପୁରର ଏସଏସପି  କହିଛନ୍ତି ଯେ ପାଇଲଟଙ୍କ ସମେତ ୪ ଜଣ କ୍ରୁ ମେମ୍ବରଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି। ବନ୍ୟା ପ୍ରଭାବିତ ସୀତାମଢି ଜିଲ୍ଲାକୁ ହେଲିକପ୍ଟରଟି ରିଲିଫ ସାମଗ୍ରୀ ନେଇ ଯାଉଥିବା ବେଳେ ଏହାର ଫ୍ୟାନର ବ୍ଲେଡ ଭାଙ୍ଗି ଯାଇଥିଲା ଫଳରେ ହେଲିକପ୍ଟରଟି ବନ୍ୟାଜଳରେ ଅବତରଣ କରିଥିଲା।

Hot this week

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ୪ଜଣଙ୍କୁ ବହିଷ୍କାର କଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳବସ୍ଥା ଘଟଣାରେ ଡିଜିସିଏ...

ଭିଜିଲାନ୍ସ ନାଁରେ ଓଏଏସ୍‌ ଙ୍କୁ ଠକେଇ, ଦୁଇ ଗିରଫ

ରାଉରକେଲା : ନିଜକୁ ଭିଜିଲାନ୍ସ ଅଧିକାରୀ କହି ଠକେଇ ଅଭିଯୋଗରେ ଦୁଇ...

ବାର୍ବି କ୍ୟୁ ନେସନ୍‌ରେ ନିମ୍ନମାନର ଖାଦ୍ୟ, ଲାଗିଲା ଜରିମାନା…

ନୂଆଦିଲ୍ଲୀ : ଯଦି ଆପଣ ଖାଦ୍ୟ ପ୍ରିୟ ଏବଂ ଭାବୁଛନ୍ତି ଯେ...

ଝାଡ଼ଖଣ୍ଡରେ ଆତଙ୍କବାଦୀ ସନ୍ଦିଗ୍ଧଙ୍କ ଘରେ ଏନଆଇଏ ରେଡ

ସମାଜ ଲାଇଭ ଡେସ୍କ : ଝାଡ଼ଖଣ୍ଡ ହଜାରିବାଗ ଅଞ୍ଚଳରେ ଆଇଏସଆଇଏସ ଆତଙ୍କି...

ମଣ୍ଡି ଅଚଳାବସ୍ଥା : ତାତିଲେ ଚାଷୀ

ନୂଆପଡ଼ା: ନୂଆପଡା ଜିଲ୍ଲାରେ ଖରିଫ୍‌ ମଣ୍ଡିରେ ଅଚଳାବସ୍ଥା ଲାଗିରହିଛି। ଜିଲ୍ଲାରେ ଗତ...

Related Articles

Popular Categories