www.samajalive.in
Sunday, December 14, 2025
14.1 C
Bhubaneswar

୪ ବର୍ଷର ନାବାଳିକାଙ୍କ ମୃତଦେହ ଗାଁ ପୋଖରୀରୁ ଉଦ୍ଧାର

କଳାପଥର:ଆଜି ଜଣେ ୪ ବର୍ଷ ନାବାଳିକାର ମୃତଦେହ ଗାଁ ପୋଖରୀରୁ ଉଦ୍ଧାର କରାଯାଇଛି। ଅଗ୍ନିଶମ ବାହିନୀ ପକ୍ଷରୁ ମୃତ ନାବାଳିକାଙ୍କୁ ପୋଖରୀରୁ ଉଦ୍ଧାର ପରେ କଟକ ଜିଲାର ବାଙ୍କୀ ଉପଖଣ୍ଡ ଚିକିତ୍ସାଳୟରେ ବ୍ୟବଛେଦ ପାଇଁ ପଠାଇଛି।
ସୂଚନା ଅନୁଯାଇ  ଆଜି ଏହି ନାବାଳିକା ଝିଅ ଅପରାହ୍ଣ ୪ଟାରୁ ନିଖୋଜ ରହିଥିଲେ। ଝିଅ  ନିଖୋଜକୁ ନେଇ ତାର ପରିବାରବର୍ଗ ବିଭିନ୍ନ ସ୍ଥାନ ଖୋଜିବା ସହିତ  ସୋସିଆଲ ମିଡ଼ିଆ  ଫଟୋ ପୋଷ୍ଟ କରିଥିଲେ। ଶେଷରେ ନିଖୋଜ ନାବାଳିକ ଝିଅର ମୃତଦେହ ଘର ପଛ ପଟ  ନିକଟରେ ଥିବା ପୋଖରୀରୁ ଉଦ୍ଧାର ହୋଇଛି। ମୃତୁ କାରଣ ଅସ୍ପଷ୍ଟ ରହିଥିବାବେଳେ ଉକ୍ତ ଅଂଚଳରେ ଶୋକାକୁଳ ପରିବେଶ ଦେଖିବାକୁ ମିଳିଥିଲା। ଘଟଣାର ଉଚ୍ଚ ସ୍ତରୀୟ ତଦନ୍ତ ପାଇଁ ମୃତ ନାବାଳିକାଙ୍କ ପରିବାର ପକ୍ଷରୁ ନିବେଦନ କରାଯାଇଛି। ତାଙ୍କ ଝିଅଙ୍କ ସ୍ବାଭାବିକ ଭାବେ ପୋଖରୀରେ ବୁଡ଼ି ମୃତ୍ୟୁ ହୋଇଛି, ତାକୁ କେହି ହତ୍ୟା କରିଥାଇପାରେ ବୋଲି ଥାନାରେ ଲିଖିତ ଅଭିଯୋଗ କରାଯାଇଛି।

Hot this week

ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ବଙ୍ଗଳା ନେବା ଅଭିଯୋଗ ଉଠାଇଲା ବିଜେଡି

ଭୁବନେଶ୍ବର : ସ୍ବତନ୍ତ୍ର ଓଡ଼ିଶା ଗଠନ ହେବା ପରଠାରୁ ମୋହନ ଚରଣ...

ନବମ ଶ୍ରେଣୀ ଛାତ୍ର ଠାରୁ ବନ୍ଧୁକ ଜବତ

ଗରଦପୁର : କେନ୍ଦ୍ରାପଡ଼ା ଜିଲା ଗରଦପୁର ବ୍ଲକ କୋରୁଆ ସରକାରୀ ଉଚ୍ଚ...

୨୦୨୬ରେ ଏହି ରାଶିଙ୍କ ଚମକିବ ଭାଗ୍ୟ: ଯାହାବି କରିବେ ସଫଳ ହେବେ, ପ୍ରଚୁର ଧନ ବର୍ଷା ହେବ

ସମାଜ ଡିଜିଟାଲ ଡେସ୍କ: ଗ୍ରହମାନଙ୍କର ସ୍ଥିତି ଏବଂ ଗତି ବ୍ୟକ୍ତିବିଶେଷଙ୍କ ଜୀବନକୁ...

ଭତ୍ତା ଅପେକ୍ଷାରେ ୭,୨୮,୭୨୯

ଭୋଟର କାର୍ଡରେ ତ୍ରୁଟିପୂର୍ଣ୍ଣ ବୟସ ଭୁବନେଶ୍ବର : ୬୦ ବର୍ଷ ପୂରଣ କରିଥିବା...

ସୁଭଦ୍ରା ନା ବାର୍ଦ୍ଧକ୍ୟ ଭତ୍ତା : ଆଶଙ୍କାରେ ୯୪ହଜାର ଆଶାୟୀ

ଓକାକ୍‌କୁ ତଥ୍ୟ ଅପଲୋଡ ନିର୍ଦେଶ ଅଯୋଗ୍ୟଙ୍କୁ ଭତ୍ତା ପ୍ରଦାନ ନିୟମ...

Related Articles

Popular Categories