www.samajalive.in
Saturday, December 13, 2025
26.1 C
Bhubaneswar

ସୁରଟରେ ଓଡିଆ ଶ୍ରମିକଙ୍କ ମୃତ୍ୟୁ

ଗଞ୍ଜାମ: ଗଞ୍ଜାମ ପାତ୍ରପୁର ବ୍ଲକରେ ଅଭାବନୀୟ ଘଟଣା ଘଟିଛି। ଜରଡା ଗାଁର ଜଣେ ଯୁବକ କୁଲି ଖଟିବାକୁ ସୁରଟ ଯାଇଥିବାବେଳେ ସେଠାରେ ତାଙ୍କର ମୃତ୍ୟୁ ଘଟିଛି। ମୃତକ ଶିବ ଦାଶ ବୋଲି ଜଣାପଡିଛି। ଶିବ ସପ୍ତାହ ତଳେ ଏକ କମ୍ପାନୀରେ କାମ କରିବାକୁ ସୁରଟ ଯାଇଥିଲେ। ବୁଧବାର ରାତିରେ  ତାଙ୍କ ଛାତିରେ ବ୍ୟଥା ହେବା ପରେ ତାଙ୍କୁ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ହେଲେ ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ।  ସେପଟେ ମୃତକଙ୍କ ପରିବାକୁ ସରକାରୀ ସହାୟତା ଯୋଗାଇ ଦେବାକୁ ଦାବି ହୋଇଛି।  ଗତ ମାସରେ ପାତ୍ରପୁର ବ୍ଲକ୍ ର ଜଣେ ଆଦିବାସୀ ଶ୍ରମିକଙ୍କର ଦୁବାଇ ରେ ମୃତ୍ୟୁ ଘଟିଥିଲା।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories