www.samajalive.in
Monday, December 8, 2025
20.1 C
Bhubaneswar

ଆମ ଆଦମୀ ପାର୍ଟି କାର୍ଯ୍ୟାଳୟ ଉଦଘାଟିତ 

ପାଟଣା: ଆମ୍ ଆଦମୀ ପାର୍ଟି କେନ୍ଦୁଝର ଜିଲ୍ଲା ପାଟଣା ନିର୍ବାଚନ ମଣ୍ଡଳୀର ଶ୍ୟାମସୁନ୍ଦରପୁର ଠାରେ ନିର୍ବାଚନ ମଣ୍ଡଳୀସ୍ତରୀୟ ଏକ କାର୍ଯ୍ୟାଳୟ ଆଜି ଉଦଘାଟିତ ହୋଇଯାଇଛି। ଏହି ଉଦଘାଟନୀ କାର୍ଯ୍ୟକ୍ରମରେ ପାଟଣା ନିର୍ବାଚନ ମଣ୍ଡଳୀର ପ୍ରଭାରୀ ଜଇନୁଲ୍ ଆବେଦିନ ଯୋଗ ଦେଇ ଫିତା କାଟି କାର୍ଯ୍ୟାଳୟ ଉଦଘାଟନ କରିଥିଲେ। ପାଟଣା ନିର୍ବାଚନ ମଣ୍ଡଳୀର ସଭାପତି ଖଗେଶ୍ବର ମହାନ୍ତ ସହଯୋଗ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ବନବିହାରୀ ନାଏକ, ସୁଦାମ ଚରଣ ମହାନ୍ତ, ନଜିବୁଲ ହୁସେନ ପ୍ରମୁଖ ଏଠାରେ ଯୋଗ ଦେଇଥିଲେ।

Hot this week

ପଞ୍ଜାବରେ ‘ସୁଟକେସ’ ରାଜନୀତି: ନଭଜୋତ କୌର ସିଦ୍ଧୁ କଂଗ୍ରେସରୁ ନିଲମ୍ବିତ

ସମାଜଲାଇଭ ଡେସ୍କ: ପଞ୍ଜାବ କଂଗ୍ରେସରେ ରାଜନୀତି ସରଗରମ ହୋଇଛି। ବରିଷ୍ଠ ନେତ୍ରୀ...

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ...

ବିବାହ ଭାଙ୍ଗିବା ପରେ ପରସ୍ପରଙ୍କୁ ଅନଫଲୋ କଲେ ମନ୍ଧାନା-ପଲାସ

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଉପଅଧିନାୟିକା ସ୍ମୃତି ମନ୍ଧାନା...

Related Articles

Popular Categories