www.samajalive.in
Sunday, December 7, 2025
26.1 C
Bhubaneswar

ପାଟଣାରେ ବ୍ଲକସ୍ତରୀୟ ସୁରଭି-୨୦୨୪ ଉଦଯାପିତ

ପାଟଣା: ପାଟଣା ବ୍ଲକସ୍ତରୀୟ ସୁରଭି ୨୦୨୪ ଓ ମଧ୍ୟାନ୍ନ ଭୋଜନ ସଚେତନତା ମେଳା ଆଜି ବ୍ଲକ ମୁଖ୍ୟାଳୟ ପାଟଣା ପ୍ରାଥମିକ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି। ଗୋଷ୍ଠୀ ଶିକ୍ଷା ଅଧିକାରୀ ପୂର୍ଣ୍ଣଚନ୍ଦ୍ର ଅମାନ୍ତଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଉଦଯାପନି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ପାଟଣା ତହସିଲଦାର ଲୀଳାବତୀ ନାୟକ, ମୁଖ୍ୟ ବକ୍ତା ଭାବେ କବି ତଥା ପାଟଣା ଏବିଡିଓ ଚିତ୍ତରଞ୍ଜନ ନାୟକ, ସମ୍ମାନୀତ ଅତିଥି ଭାବେ ସମାଜସେବୀ ତଥା ପୂର୍ବତନ ବ୍ଲକ ଅଧ୍ୟକ୍ଷ ଇଂ ବିଦ୍ୟାଧର ଦାଶ, ସମାଜସେବୀ ଅଜୟ କୁମାର ଦାଶ, ବରିଷ୍ଠ ସାମ୍ବାଦିକ ନୃସିଂହ ନାଥ ସିଂହ ଓ ଅଵସର ପ୍ରାପ୍ତ ସହ ଗୋଷ୍ଠୀ ଶିକ୍ଷା ଅଧିକାରୀ ଧରଣୀଧର ଦାସ ପ୍ରମୁଖ ଯୋଗ ଦେଇଥିଲେ। ଆଜି ପୂର୍ବାହ୍ନରେ ବ୍ଲକ ଶିକ୍ଷା ଅଧିକାରୀ ଶ୍ରୀ ଅମାନ୍ତଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଦଘାଟନୀ ପର୍ବରେ ମୁଖ୍ୟ ଅତିଥି ଭାବେ ସ୍ଥାନୀୟ ସରପଞ୍ଚ ବିନତି ବାନରା ଯୋଗ ଦେଇ କାର୍ଯ୍ୟକ୍ରମକୁ ଉଦଘାଟନ କରିଥିଲେ। ଏବିଇଓ ସର୍ବଶ୍ରୀ ସଚ୍ଚିଦାନନ୍ଦ ସେଠୀ, ପ୍ରକାଶ କୁମାର ରାୟ ଓ ବିଜୟାନନ୍ଦ ଓଝା, ପ୍ରାଥମିକ ଶିକ୍ଷକ ସଂଘ ସମ୍ପାଦକ କମଳା କାନ୍ତ ପତି ପ୍ରମୁଖ ସମ୍ମାନୀତ ଅତିଥି ଭାବେ ଯୋଗ ଦେଇଥିଲେ।

Hot this week

ବାରବାଟୀ ମ୍ୟାଚ: ସୁରକ୍ଷା ଦାୟିତ୍ଵରେ ରହିବେ ୫୧ ପ୍ଲାଟୁନ ପୁଲିସ, ୬ସ୍ଥାନରେ ପାର୍କିଂ ବ୍ୟବସ୍ଥା

ସମାଜଲାଇଭ ଡେସ୍କ: ଆଗାମୀ ୯ ତାରିଖରେ ହେବାକୁ ଥିବା ବାରବାଟୀ ମ୍ୟାଚ...

ଭୁବନେଶ୍ଵରରେ ଦୁଇ ଦଳର ଖେଳାଳି: ରାତିରେ ଆସିବେ ଗିଲ, ସୂର୍ଯ୍ୟକୁମାର

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚ ପାଇଁ ଉଭୟ ଭାରତ ଏବମଂ...

ବାରବାଟୀ ମ୍ୟାଚ ଦେଖିବେ ମୁଖ୍ୟମନ୍ତ୍ରୀ, କାଲିଠୁ ନେଟ୍‌ ପ୍ରାକ୍ଟିସ

ସମାଜଲାଇଭ ଡେସ୍କ: ଆସନ୍ତା ୯ ତାରିଖରେ କଟକ ବାରବାଟୀ ଷ୍ଟାଡିଅମରେ ଭାରତ...

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

Related Articles

Popular Categories