www.samajalive.in
Sunday, December 14, 2025
26.1 C
Bhubaneswar

ଡେଙ୍ଗୁ ସଚେତନତା ଅଭିଯାନ ଅନୁଷ୍ଠିତ

ଚୌଦ୍ୱାର: ଆଗ୍ରାହାଟ ପଞ୍ଚାୟତ କୁଜିବର ଗ୍ରାମରେ ଡେଙ୍ଗୁ ସଚେତନତା ଓ ଗ୍ରାମ ସଫେଇ ଅଭିଯାନ ଅନୁଷ୍ଠିତ ହୋଇ ଯାଇଛି। ରୋଟାରୀ କ୍ଲବ୍‌‌ କଟକ ଅଭିନବ ଆନୁକୂଲ୍ୟରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଗ୍ରାମର କିଶୋରୀ ଓ ମହିଳାମାନେ ଏକ ଶୋଭାଯାତ୍ରାରେ ଗ୍ରାମ ପରିକ୍ରମା କରି ଡେଙ୍ଗୁ ରୋଗର ଭୟାବହତା, କାରଣ ଓ ନିରାକରଣ ସମ୍ପର୍କରେ ଲୋକ ମାନଙ୍କୁ ବୁଝାଇଥିଲେ।ଏଥି ସହିତ ଗ୍ରାମ ସଫେଇ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ରୋଟାରିଆନ୍‌‌ ସୁଧାଂଶୁ ଶେଖର ଜେନା, ଚୌଦ୍ୱାର ଆରସିସର ମାନସ କୁମାର ସାହୁ, ଅକ୍ଷୟ ନାୟକ, ପୂର୍ଣ୍ଣିମା ମହାରଣା, ମହେଶ୍ୱର ସାହୁ, ସରୋଜିନୀ ରାଉତ, ଅଂଗନୱାଡ଼ି କର୍ମୀ ସତ୍ୟଭାମ ମହାରଣା ପ୍ରମୁଖ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।

Hot this week

ଧାନ ଜମିରେ ଜଳିଗଲେ ଚାଷୀ

ସମାଜଲାଇଭ ଡେସ୍କ: ଧାନ ଜମିରେ ଜଳିଗଲେ ଚାଷୀ। ପୁରୀ ଜିଲା ପିପିଲି...

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

Related Articles

Popular Categories