www.samajalive.in
Sunday, December 14, 2025
26.1 C
Bhubaneswar

ଜାମୁଝରୀ କ୍ଲଷ୍ଟର ସ୍ତରୀୟ ସୁରଭୀ

ଫୁଲବାଣୀ: ଫୁଲବାଣୀ ବ୍ଲକ ଅନ୍ତର୍ଗତ ଜାମୁଝରୀ ସରକାରୀ ଉନ୍ନିତ ଉଚ୍ଚ ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭୀ ଅନୁଷ୍ଠିତ ହୋଇଯାଇଛି। ସିଆରସିସି ଚିତ୍ତ ରଂଜନ ମହାପାତ୍ରଙ୍କ ପ୍ରତ୍ୟେକ୍ଷ ତତ୍ୱାବଧାନରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ପ୍ରମିଳା କୁମାରୀ ଦାସ, ପରିଚାଳନା କମିଟି ସଭାପତି ରୋହିତ କୁମାର କହଁର ପ୍ରମୁଖ ଅତିଥିଭାବେ ଯୋଗଦେଇଥିଲେ। ଜାମୁଝରୀ କ୍ଲଷ୍ଟର ଅନ୍ତର୍ଗତ ସମସ୍ତ ବିଦ୍ୟାଳୟର ବହୁ ଛାତ୍ରଛାତ୍ରୀ ଏଥିରେ ସାମିଲ୍‌ ହୋଇ ବିଭିନ୍ନ ପ୍ରତିଯୋଗିତାରେ ଭାଗନେଇଥିଲେ। କୃତି ପ୍ରତିଯୋଗୀମାନଙ୍କୁ ପୁରସ୍କୃତ କରାଯାଇଥିଲା।

Hot this week

ଧାନ କଟା ମେସିନରେ କଟିଗଲେ ଯୁବଚାଷୀ

ସମାଜ ଲାଇଭ ଡେସ୍କ :ବାଲେଶ୍ଵର ରେ ଧାନକଟା ମେସିନ୍ ରେ  କଟି...

ଧାନ ଜମିରେ ଜଳିଗଲେ ଚାଷୀ

ସମାଜଲାଇଭ ଡେସ୍କ: ଧାନ ଜମିରେ ଜଳିଗଲେ ଚାଷୀ। ପୁରୀ ଜିଲା ପିପିଲି...

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

Related Articles

Popular Categories