www.samajalive.in
Tuesday, December 9, 2025
19.1 C
Bhubaneswar

୫ ଲକ୍ଷ କୋଟିରୁ ଉର୍ଦ୍ଧ୍ବ ଟଙ୍କା ଓଡ଼ିଶାରେ ନିଶ୍ଚିତ ବିନିଯୋଗ ହେବ

ଭୁବନେଶ୍ବର: ନୂଆଦିଲ୍ଲୀରେ ଶିଳ୍ପପତିମାନଙ୍କ ସହ ବୈଠକ ପରେ ଗଣମାଧ୍ୟମକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି ଯେ ଆଜି ଆମେ ଉଦ୍ୟୋଗପତି ମାନଙ୍କୁ ଓଡ଼ିଶାରେ ଶିଳ୍ପ ପ୍ରତିଷ୍ଠା କ୍ଷେତ୍ରରେ ବିନିଯୋଗ ପାଇଁ ଆମନ୍ତ୍ରଣ କରିଛୁ। ଆଜି ରୋଡ ଶୋ ପାଇଁ ଆମେ ୪୦୦ ଜଣଙ୍କୁ ନିମନ୍ତ୍ରଣ କରିଥିଲୁ କିନ୍ତୁ ପ୍ରାୟ ୬୦୦ ଉଦ୍ୟୋଗପତି ଏଥିରେ ଯୋଗ ଦେଇଥିଲେ । ଆମର ଶିଳ୍ପ ଅନୁକୂଳ ନୀତି ଯୋଗୁଁ ଶିଳ୍ପପତି ମାନେ ଓଡ଼ିଶାରେ ପୁଞ୍ଜି ବିନିଯୋଗ ପାଇଁ ଆଗ୍ରହ ପ୍ରକାଶ କରିଛନ୍ତି। ମୋର ବିଶ୍ୱାସ ୫ ଲକ୍ଷ କୋଟିରୁ ଉର୍ଦ୍ଧ୍ବ ଟଙ୍କା ଓଡ଼ିଶାରେ ନିଶ୍ଚିତ ବିନିଯୋଗ ହେବ ଏବଂ ଆମେ ଆମ ଉଦ୍ୟମରେ ନିଶ୍ଚୟ ରୂପେ ସଫଳ ହେବୁ ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିଛନ୍ତି।

Hot this week

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

ପ୍ରଥମେ ବ୍ୟାଟିଂ କରିବ ଭାରତ

କଟକ: ଆଉ ମାତ୍ର କିଛି ସମୟର ଅପେକ୍ଷା। କଟକ ବାରବାଟୀ ଷ୍ଟାଡିୟମରେ...

Related Articles

Popular Categories