www.samajalive.in
Sunday, December 14, 2025
15.1 C
Bhubaneswar

ହାତୀ ଆକ୍ରମଣରେ ଜଣେ ମୃତ

ସମାଜ ଡିଜିଟାଲ ଡେସ୍କ: ସୁନ୍ଦରଗଡ଼ ଜିଲା ପାଟମୁଣ୍ଡା ଗାଁର ହରଚଣ୍ଡା ସାହିରେ ହାତୀ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ଏକ ଦନ୍ତା ହାତୀ ଗାଁରେ ପଶିଯାଇଥିଲା। ହାତୀ ଭୟରେ ଏହି ବ୍ୟକ୍ତି ଜଣକ ଘରୁ ବାହାରି ଦୌଡ଼ି ପଳାଉଥିଲେ। ଏହି ସମୟରେ ସେ ହାତୀ ଆକ୍ରମଣର ଶିକାର ହୋଇଥିଲେ। ଦନ୍ତା ହାତୀଟି ତାଙ୍କୁ ଦଳି ଦେଇଥିଲା। ଫଳରେ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଥିଲା। ୧୫ ଦିନ ତଳେ ବନ ବିଭାଗ ପକ୍ଷରୁ ଏହି ଦନ୍ତା ହାତୀ ଦେହରେ ରେଡିଓ କଲାର ଲଗାଯାଇଥିଲା।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories