www.samajalive.in
Monday, December 8, 2025
24.1 C
Bhubaneswar

ରାଜଧାନୀରେ ଆତଙ୍କରାଜ; ହର୍ଣ୍ଣ ମରାକୁ ନେଇ ପୁଲିସକୁ ଛୁରାମାଡ..

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ଜଣେ ପୁଲିସ କର୍ମଚାରୀଙ୍କୁ ଛୁରାମାଡ ଘଟଣା ଶୁକ୍ରବାର ହଇଚଇ ସୃଷ୍ଟି କରିଛି । ତଦନ୍ତ ପାଇଁ ଆସିଥିବା ପିସିଆର୍‌ କର୍ମଚାରୀଙ୍କୁ ଛୁରାମାଡ ହୋଇଛି। ମଞ୍ଚେଶ୍ୱର ଥାନା ଚକେଇସିଆଣି ଶ୍ରୀରାମ ନଗରରେ ଛୁରାମାଡ ହୋଇଛି । ଗାଡି ହର୍ଣ୍ଣ ମରାକୁ ନେଇ ଗଣ୍ଡଗୋଳ ଖବର ପାଇ ଘଟଣାସ୍ଥଳରେ ପହଞ୍ଚିଥିଲା ପୁଲିସ। ପୁଲିସ ପହଞ୍ଚିବା ପରେ ଦୁର୍ବୃତ୍ତ ଛୁରାମାଡ କରିଛନ୍ତି। ଏଥିରେ ଜଣେ ପୁଲିସ କନେଷ୍ଟବଳ ଆହତ ହୋଇଛନ୍ତି।

ଦଶହରାରେ ୨ ରାଜଯୋଗ ସହ ଅଦ୍ଭୁତ ସଂଯୋଗ; ଏହି ରାଶିଙ୍କ ଭାଗ୍ୟ ବଦଳିଯିବ, ମିଳିବ ଧନ, ହେବ ବିବାହ..

୨ କୋଟି ୮୬ ଲକ୍ଷ ଟଙ୍କାରେ ନିଲାମ ହେଲା ଅର୍ପଣ ଚାଉଳ

- Advertisement -

Hot this week

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

ମୋଦୀଙ୍କୁ ସାହାଯ୍ୟ ମାଗିଲେ ପାକ୍ ମହିଳା

ନୂଆଦିଲ୍ଲୀ : ଜଣେ ପାକିସ୍ତାନୀ ମହିଳାଙ୍କ ସ୍ବାମୀ ଦିଲ୍ଲୀରେ ଦ୍ବିତୀୟ ବିବାହ...

Related Articles

Popular Categories