www.samajalive.in
Friday, December 5, 2025
26.1 C
Bhubaneswar

ଚଳିତ ବର୍ଷ ରାବଣ ପୋଡିରେ ହେବନି ବାଣ ପ୍ରତିଯୋଗିତା; ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ : ଚଳିତ ବର୍ଷ ରାବଣ ପୋଡିରେ ହେବନି ବାଣ ପ୍ରତିଯୋଗିତା। ଏନେଇ ଶନିବାର ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ। ସୁରୁଖୁରୁରେ ରାବଣପୋଡି ଉପରେ ହାଇକୋର୍ଟ ଗୁରୁତ୍ୱ ଦେଇଛନ୍ତି। କେବଳ ପରିବେଶ ଅନୁକୂଳ ରଙ୍ଗୀନ ବାଣ ବ୍ୟବହାର ନେଇ ଆଡଭୋକେଟ୍‌ କମିଟି ପ୍ରସ୍ତାବ ଦେଇଛି । ରାବଣ ପୋଡ଼ି ପାଇଁ ବାଲିଯାତ୍ରା ତଳ ପଡ଼ିଆରେ ୧୦ ତାରିଖ ସୁଦ୍ଧା ସମସ୍ତ ବ୍ୟବସ୍ଥା କରିବାକୁ ସିଏମସି ଓ ଜିଲା ପ୍ରଶାସନକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଏହାସହ ଟ୍ରାଫିକ ପରିଚାଳନା ପାଇଁ ଡିସିପିଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

୧୦ ଅକ୍ଟୋବରରରୁ ଏହି ରାଶିଙ୍କୁ ଭାଗ୍ୟଶାଳୀ କରିବ ବୁଧଙ୍କ ରାଶି ପରିବର୍ତ୍ତନ..

Hot this week

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

ପୁଟିନଙ୍କ ସହ ସାନ୍ଧ୍ୟ ଭୋଜନ: ରାହୁଲ, ଖଡଗେ ନୁହଁନ୍ତି, ଥରୁରଙ୍କୁ ମିଳିଲା ନିମନ୍ତ୍ରଣ

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତର ଶୁକ୍ରବାର...

ମାସ୍କାସାରୁ ଜଙ୍ଗଲରେ ପୁଲିସ-ମାଓବାଦୀ ଗୁଳିବିନିମୟ

ସମାଜଲାଇଭ ଡେସ୍କ: କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମାସ୍କାସାରୁ ଜଙ୍ଗଲରେ...

ବାରବାଟୀରେ ଟିକେଟ ବ୍ଲାକ !

କଟକ :ବାରବାଟୀ ମ୍ୟାଚ ଲାଗି ଅଫଲାଇନ ଟିକେଟ ବିକ୍ରି । ସୋସିଆଲ...

Related Articles

Popular Categories