www.samajalive.in
Tuesday, December 9, 2025
26.1 C
Bhubaneswar

ନବରାତ୍ରୀରେ ମୋଦୀଙ୍କ ଭେଟି; ଚାଷୀଙ୍କ ଖାତାକୁ ଗଲା ପିଏମ୍‌‌ କିଷାନ ଟଙ୍କା

ଭୁବନେଶ୍ୱର: ୯କୋଟି ୫୦ଲକ୍ଷ ଚାଷୀଙ୍କ ଆକାଉଣ୍ଟକୁ ଯାଇଛି ପିଏମ୍‌‌ କିଷାନ ଟଙ୍କା। ମହାରାଷ୍ଟ୍ରର ୱାସିମରେ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଯୋଗ ଦେଇ ୨୦ହଜାର କୋଟିରୁ ଅଧିକ ଟଙ୍କା ଚାଷୀଙ୍କ ଖାତାକୁ ପଠାଇଛନ୍ତି। ଏହି ଯୋଜନାର ୧୮ତମ କିସ୍ତି ଚାଷୀଙ୍କୁ ପ୍ରଦାନ କରାଯାଇଛି। ପ୍ରତିବର୍ଷ ତିନିଟି କିସ୍ତିରେ ଚାଷୀଙ୍କ ଆକାଉଣ୍ଟକୁ ଟଙ୍କା ପଠାଯାଉଛି। ତିନୋଟି କିସ୍ତିରେ ମୋଟ ୬ହଜାର ଟଙ୍କା ଚାଷୀଙ୍କୁ ମିଳୁଛି। ଆଜି ଭୁବନେଶ୍ୱର ଲୋକସେବା ଭବନ କନଭେନ୍ସନ ହଲରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଉପମୁଖ୍ୟମନ୍ତ୍ରୀ କେ.ଭି ସିଂହ ଦେଓ, ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ ଓ ପଦାଧିକାରୀଙ୍କ ଉପସ୍ଥିତିରେ ପିଏମ୍‌‌ କିଷାନର କିସ୍ତି ପାଇଛନ୍ତି ଚାଷୀ।

Hot this week

ଭାରତର ପ୍ରଥମ ଉଇକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ପ୍ରଥମ ଝଟ୍‌କା ଲାଗିଛି।...

ପ୍ରଥମେ ବ୍ୟାଟିଂ କରିବ ଭାରତ

କଟକ: ଆଉ ମାତ୍ର କିଛି ସମୟର ଅପେକ୍ଷା। କଟକ ବାରବାଟୀ ଷ୍ଟାଡିୟମରେ...

ଇଣ୍ଡୋନେସିଆରେ ବଡ଼ ଧରଣର ଅଗ୍ନିକାଣ୍ଡ, ୨୦ ମୃତ

ସମାଜଲାଇଭ ଡେସ୍କ: ଇଣ୍ଡୋନେସିଆର ଜାକାର୍ତ୍ତାରେ ମଙ୍ଗଳବାର ଏକ ବଡ଼ ଧରଣର ଅଗ୍ନିକାଣ୍ଡ...

ଯୁକ୍ତ ଦୁଇ ପରୀକ୍ଷା ସୂଚୀ ସାମାନ୍ୟ ପରିବର୍ତ୍ତନ

ଭୁବନେଶ୍ଵର : ଯୁକ୍ତ ଦୁଇ ପରୀକ୍ଷା ସୂଚୀରେ ସାମାନ୍ୟ ପରିବର୍ତ୍ତନ ହୋଇଛି।...

ଦେଢ଼ବର୍ଷରେ ମଲେଣି ୧୩୬ ହାତୀ

ସମାଜଲାଇଭ ଡେସ୍କ: ରାଜ୍ୟରେ ହାତୀ ଅସୁରକ୍ଷିତ। ହାତୀ ମୃତ୍ୟୁ ରୋକିବାରେ ସରକାର...

Related Articles

Popular Categories