www.samajalive.in
Saturday, December 13, 2025
26.1 C
Bhubaneswar

ହରିୟାଣାରେ ଦିନ ୧ଟା ସୁଦ୍ଧା ୩୬.୬୯% ମତଦାନ

ସମାଜ ଡିଜିଟାଲ ଡେସ୍କ: ହରିୟାଣାରେ ଦିନ ଗୋଟାଏ ସୁଦ୍ଧା ୩୬.୬୯ ପ୍ରତିଶତ ମତଦାନ ହୋଇଥିବା ସୂଚନା ମିଳିଛି। ଏଠାରେ ମୋଟ ୯୦ ଆସନ ପାଇଁ ମତଦାନ ହେଉଥିବା ବେଳେ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଭୋଟିଂ ଚାଲିବ। ରାଜ୍ୟରେ ୧୦୩୧ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରୁଛନ୍ତି ପ୍ରାୟ ୨କୋଟିରୁ ଅଧିକ ଭୋଟର। ମତଦାନ ଶାନ୍ତିଶୃଙ୍ଖଳାରେ ଚାଲିଥିବା ବେବେଳ କାଁ ଭାଁ ସ୍ଥାନରେ ବିଶୃଙ୍ଖଳା ଦେଖାଦେଇଛି। ମତଦାନ ପାଇଁ ସୁରକ୍ଷା ଦାୟିତ୍ୱରେ ୩୦ହଜାର ଫୋର୍ସ ନିୟୋଜିତ ରହିଥିବା ବେଳେ ୨୨୫ପାରାମିଲିଟାରୀ ଫୋର୍ସ ମୁତୟନ ହୋଇଛନ୍ତି।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories