୨ ମନ୍ଦିରରେ କଳା କନା ବୁଲାଇଲେ ଲୁଟେରା

ଖୋର୍ଦ୍ଧା : ଖୋର୍ଦ୍ଧା ଜିଲା ବାଲିପାଟଣା ଥାନା ତ୍ରିବେଣୀ ତୀର୍ଥ ବେଲେଶ୍ୱର ମନ୍ଦିର ଓ ଦିୱାନି ପାଟଣା ଦୁଲ୍ଲା ଦେବୀ ମନ୍ଦିରରୁ ଚୋରି ହୋଇଥିବା ନେଇ ଶନିବାର ଅଭିଯୋଗ ହୋଇଛି। ଚୋରମାନେ ମନ୍ଦିରରୁ ଲକ୍ଷାଧିକ ଟଙ୍କାର ସୁନା,ରୁପା ଅଳଙ୍କାର ସହ ମୂର୍ତ୍ତି ଚୋରି କରିଥିବା ନେଇ ମନ୍ଦିର ପୂଜକ ଅଭିଯୋଗ କରିଛନ୍ତି। ସକାଳେ ମନ୍ଦିରର ତାଲା ଭଙ୍ଗା ଯାଇଥିବା ଦେଖିଥିଲେ ପୂଜକ । ଏହାପରେ ପୁଲିସ ଓ ସ୍ଥାନୀୟ ଲୋକଙ୍କୁ ଘଟଣା ବିଷୟରେ ଜଣାଇଥିଲେ।

୩୫ ବର୍ଷ ବୟସ ପରେ.. ଧନ ଠାରୁ ଆରମ୍ଭ କରି ସଫଳତା ପାଆନ୍ତି ଏହି ତାରିଖରେ ଜନ୍ମ ହୋଇଥିବା ବ୍ୟକ୍ତି, ସବୁ ସ୍ୱପ୍ନ ହୁଏ ପୂରଣ..

 

Comments are closed.