www.samajalive.in
Sunday, December 14, 2025
19.1 C
Bhubaneswar

ଆହତ କନଷ୍ଟେବଳଙ୍କୁ ଭେଟିଲେ ଡିଜିପି

ଭୁବନେଶ୍ବର: ଜଣେ ମହିଳାଙ୍କୁ ଉଦ୍ଧାର କରିବାକୁ ଯାଇ ମରଣାନ୍ତକ ଆକ୍ରମଣର ଶିକାର ହୋଇଥିବା ବୁର୍ଲା ଥାନାର କନଷ୍ଟେବଳ ସରୋଜ ଭୋଇଙ୍କୁ ଡିଜିପି ଯୋଗେଶ ବାହାଦୂର ଖୁରାନିଆ ଏସସିବି ମେଡିକାଲରେ ସାକ୍ଷାତ କରିଛନ୍ତି। ତାଙ୍କୁ ଚିକିତ୍ସା କରୁଥିବା ପ୍ଲାଷ୍ଟିକ ସର୍ଜରୀ ବିଭାଗର ମୁଖ୍ୟ ବିଭୁତି ଭୁଷଣ ନାୟକଙ୍କ ସହ ଡିଜିପି ଯୋଗେଶ ବାହାଦୂର ଖୁରାନିଆ ଆଲୋଚନା କରି ତାଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି।

Hot this week

ସିଡ୍‌ନୀ ଗୁଳିକାଣ୍ଡ: ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

ସିଡନୀ: ସିଡନୀର ବଣ୍ଡି ବିଚ୍‌ ଗୁଳିକାଣ୍ଡରେ ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି...

ସାଂସଦ ଅପରାଜିତ ଷଡ଼ଙ୍ଗୀଙ୍କ ଝିଅ ବିବାହ ଭୋଜି ଅନୁଷ୍ଠିତ

ଭୁବନେଶ୍ୱର: ସାସଂଦ ଅପରାଜିତା ଷଡଙ୍ଗୀଙ୍କ ଝିଅଙ୍କ ବିବାହ ଭୋଜି ରବିବାର ଭୁବନେଶ୍ଵର...

ଟସ୍‌ ଜିତି ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଧର୍ମଶାଳାରେ ହେଉଥିବା ୩ୟ ଟି-୨୦ ମ୍ୟାଚରେ ଭାରତ ଟସ...

ଗୋପାଳପୁରରେ ୩ ଦିନିଆ ଦକ୍ଷିଣ ଏସୀୟ ମୈତ୍ରୀ ସମ୍ମିଳନୀ ଉଦଯାପିତ, ଯୋଗଦେଲେ ୧୮ଟି ରାଜ୍ୟର ପ୍ରତିନିଧି

ସମାଜ ନ୍ୟୁଜ ଡେସ୍କ- ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ଠାରେ ଥିବା...

କାର ଧକ୍କାରେ ବାଇକ୍ ଆରୋହୀ ମୃତ

ରେଙ୍ଗାଲିକ୍ୟାମ୍ପ: ଅତାବିରାସ୍ଥିତ ଏକ ପେଟ୍ରୋଲ ପମ୍ପ ସମ୍ମୁଖରେ ସଡ଼କ ଦୁର୍ଘଟଣାରେ ଜଣେ...

Related Articles

Popular Categories