www.samajalive.in
Sunday, December 14, 2025
26.1 C
Bhubaneswar

ଦାରିଙ୍ଗବାଡିରେ ମୃଦୁ ଭୂମିକମ୍ପ ଅନୁଭୂତ

ଡେସ୍କ: କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ଶନିବାର ମୃଦୁ ଭୂମିକମ୍ପ ଅନୁଭୂତ ହୋଇଛି। ଶନିବାର ସକାଳେ ହଠାତ ପ୍ରଚଣ୍ଡ ଶବ୍ଦ ସହ ଘର ଦ୍ୱାର ଥରିବା ଆରମ୍ଭ କରିଥିଲା, ଫଳରେ ଲୋକମାନେ ଭୟରେ ବାହାରକୁ ପଳାଇ ଆସିଥିଲେ। ତେବେ ଅଳ୍ପ କିଛି ସେକେଣ୍ଡ ମଧ୍ୟରେ ଭୂମିକମ୍ପ ବନ୍ଦ ହୋଇଯାଇଥିଲା କାଳେ ପୁଣି କିଛି ସମୟ ପରେ ଭୂମିକମ୍ପ ହେବ, ସେହି ଭୟରେ ଲୋକମାନେ ଅନେକ ସମୟ ପର୍ଯ୍ୟନ୍ତ ବାହାରେ ଛିଡା ହୋଇ ରହିଥିଲେ। ତେବେ ଏଥିରେ କୌଣସି କ୍ଷୟକ୍ଷତି ହୋଇ ନଥିବା ଜଣାପଡ଼ିଛି।

Hot this week

ସବ୍ୟସାଚୀ-ଅର୍ଚ୍ଚିତାଙ୍କ ଘରକୁ ଖବଶୀଘ୍ର ଆସିବେ କୁନି ଅତିଥି

ଭୁବନେଶ୍ୱର: ଓଲିଉଡର ଲୋକପ୍ରିୟ ଅଭିନେତା ସବ୍ୟସାଚୀ ମିଶ୍ରଙ୍କ ଘରେ ଏବେ ଖୁସିର...

କାହିଁକି ହେଉଛି ହଠାତ୍‌ ମୃତ୍ୟୁ? ଏମ୍ସ ରିପୋର୍ଟରେ ଆଶ୍ଚର୍ଯ୍ୟଜନକ ତଥ୍ୟ

ନୂଆଦିଲ୍ଲୀ: ଏମ୍ସ ଦ୍ୱାରା କରାଯାଇଥିବା ଏକ ନୂତନ ଅଧ୍ୟୟନ ଏକ ଆଶ୍ଚର୍ଯ୍ୟଜନକ...

ଛଅଟି ଦେଶରେ ନବକଳେବର ଚଳଚ୍ଚିତ୍ର ପ୍ରଦର୍ଶିତ, ଭାବବିହ୍ୱଳ ଦର୍ଶକ

ଭୁବନେଶ୍ୱର: ନବକଳେବର ୬ଟି ଦେଶ (ଯୁଏସଏ, କାନାଡା, ଦକ୍ଷିଣ ଆଫ୍ରିକା, ଇଣ୍ଡୋନେସିଆ,...

ଶୀତରେ ଗୋଇଠି ଫାଟୁଛି କି? ୨୦ଟଙ୍କାର ଜିନିଷରେ ସମ୍ପୂର୍ଣ୍ଣ ଭଲ ହୋଇଯିବ

ସମାଜ ଡିଜିଟାଲ ଡେସ୍କ: ଆୟୁର୍ବେଦରେ ପ୍ରତ୍ୟେକ ସମସ୍ୟାର ସମାଧାନ ଅଛି, ଯେଉଁଥିରେ...

ମୋକିମଙ୍କ ଚିଠି : ଭକ୍ତଙ୍କ ଉତ୍ତର

ସମାଜ ଲାଇଭ ଡ଼େସ୍କ : ସୋନିଆ ଗାନ୍ଧୀଙ୍କୁ କଂଗ୍ରେସ ନେତା ମହମ୍ମଦ...

Related Articles

Popular Categories