www.samajalive.in
Sunday, December 7, 2025
26.1 C
Bhubaneswar

ଅବତରଣ ବେଳେ ବିମାନରେ ଲାଗିଲା ନିଆଁ, ଭିଡିଓ ପ୍ରଘଟ

ସମାଜ ଡିଜିଟାଲ ଡେସ୍କ: ଅବତରଣ ବେଳେ ବିମାନରେ ଲାଗିଗଲା ନିଆଁ। ଅଳ୍ପକେ ବର୍ତ୍ତିଲେ ଶତାଧିକ ଯାତ୍ରୀ। ଅଗ୍ନିଶମ ବାହିନୀ ତୁରନ୍ତ ପହଞ୍ଚି ଉଦ୍ଧାରକାର୍ଯ୍ୟ ତ୍ଵରାନ୍ବିତ କରିଥିଲେ। ଏଭଳି ଏକ ଘଟଣା ଘଟିଛି ଲାସ୍‌ ଭେଗାସ୍‌ର ହ୍ୟାରି ରେଡ୍ ଅନ୍ତର୍ଜାତୀୟ ବିମାନବନ୍ଦରରେ।

ସୂଚନା ଅନୁସାରେ, ବିମାନଟି ୧୯୦ ଯାତ୍ରୀଙ୍କୁ ନେଇ ସାନ୍‌ ଡିଏଗୋରୁ ଆସିଥିଲା। ହ୍ୟାରି ରେଡ୍ ବିମାନବନ୍ଦରରେ ଅବତରଣ କରିବା ପରେ ପରେ ହଠାତ ନିଆଁ ଲାଗି ଯାଇଥିଲା। ତୁରନ୍ତ ବିମାନବନ୍ଦର ଅଗ୍ନିଶମ କର୍ମଚାରୀ ପହଞ୍ଚି ନିଆଁକୁ ଆୟତ୍ତ କରିବା ସହିତ ଉଦ୍ଧାରକାରୀ ଦଳ ବିମାନରୁ ଯାତ୍ରୀମାନଙ୍କୁ ସୁରକ୍ଷିତ ଭାବେ ବାହାରକୁ ଆଣିଥିଲେ।

- Advertisement -

Hot this week

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

Related Articles

Popular Categories