www.samajalive.in
Sunday, December 14, 2025
26.1 C
Bhubaneswar

ମାଓ ମୁକାବିଲା ନେଇ ଦିଲ୍ଲୀରେ ବୈଠକ ଆରମ୍ଭ

ନୂଆଦିଲ୍ଲୀ: ମାଓ ମୁକାବିଲା ନେଇ ଆଜି ଦିଲ୍ଲୀରେ ବୈଠକ ଅନୁଷ୍ଠିତ ହୋଇଛି। ଗୃହମନ୍ତ୍ରୀ ଅମିତ ଶାହଙ୍କ ନେତୃତ୍ୱରେ ବିଜ୍ଞାନ ଭୁବନରେ ଚାଲିଥିବା ବୈଠକରେ ଯୋଗ ଦେଇଛନ୍ତି ଓଡ଼ିଶା ସମେତ ୮ନକ୍ସଲ ପ୍ରବଣ ରାଜ୍ୟର ମୁଖ୍ୟମନ୍ତ୍ରୀ। ଓଡ଼ିଶା, ଆନ୍ଧ୍ରପ୍ରଦେଶ, ବିହାର, ଛତିଶଗଡ଼, ତେଲେଙ୍ଗାନା, ଝାଡଖଣ୍ଡ, ମହାରାଷ୍ଟ୍ର ଏବଂ ମଧ୍ୟପ୍ରଦେଶ ରାଜ୍ୟର ମୁଖ୍ୟମନ୍ତ୍ରୀ ଓ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ରହିଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ଓ ପୁଲିସ ଡିଜି ୱାଇ.ବି ଖୁରାନିଆ ଯୋଗ ଦେଇଛନ୍ତି।
ଏହି ବୈଠକରେ ମାଓ ପ୍ରଭାବିତ ରାଜ୍ୟ ଗୁଡିକୁ ବିକାଶ କ୍ଷେତ୍ରରେ କାର୍ଯ୍ୟ କରୁଥିବା ୫ଜଣ କେନ୍ଦ୍ରମନ୍ତ୍ରୀ ଓ ଅତିରିକ୍ତ ଜାତୀୟ ପରାମର୍ଶ ସୁରକ୍ଷାଦାତାଙ୍କ ସହିତ କେନ୍ଦ୍ରୀୟ ସଶସ୍ତ୍ରବଳୟର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ରହିଛନ୍ତି। ୨୦୨୬ ମାର୍ଚ୍ଚ ସୁଦ୍ଧା ଦେଶରୁ ମାଓବାଦୀଙ୍କ ମୂଳପୋଛ ପାଇଁ ସରକାର ଲକ୍ଷ୍ୟ ରଖିଥିବାରୁ ଏହାକୁ ଅଗ୍ରଗତି କରିବା ପାଇଁ ଅଣନୀତି ପ୍ରସ୍ତୁତ କରିଛନ୍ତି। ଏହାକୁ ନେଇ ମାଓପ୍ରବଣ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହିତ କେନ୍ଦ୍ର ସରକାର ବିଶେଷ ଭାବରେ ଆଲୋଚନା କରୁଛନ୍ତି।

Hot this week

ସାଂସଦ ଅପରାଜିତ ଷଡ଼ଙ୍ଗୀଙ୍କ ଝିଅ ବିବାହ ଭୋଜି ଅନୁଷ୍ଠିତ

ଭୁବନେଶ୍ୱର: ସାସଂଦ ଅପରାଜିତା ଷଡଙ୍ଗୀଙ୍କ ଝିଅଙ୍କ ବିବାହ ଭୋଜି ରବିବାର ଭୁବନେଶ୍ଵର...

ଟସ୍‌ ଜିତି ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଧର୍ମଶାଳାରେ ହେଉଥିବା ୩ୟ ଟି-୨୦ ମ୍ୟାଚରେ ଭାରତ ଟସ...

ଗୋପାଳପୁରରେ ୩ ଦିନିଆ ଦକ୍ଷିଣ ଏସୀୟ ମୈତ୍ରୀ ସମ୍ମିଳନୀ ଉଦଯାପିତ, ଯୋଗଦେଲେ ୧୮ଟି ରାଜ୍ୟର ପ୍ରତିନିଧି

ସମାଜ ନ୍ୟୁଜ ଡେସ୍କ- ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ଠାରେ ଥିବା...

କାର ଧକ୍କାରେ ବାଇକ୍ ଆରୋହୀ ମୃତ

ରେଙ୍ଗାଲିକ୍ୟାମ୍ପ: ଅତାବିରାସ୍ଥିତ ଏକ ପେଟ୍ରୋଲ ପମ୍ପ ସମ୍ମୁଖରେ ସଡ଼କ ଦୁର୍ଘଟଣାରେ ଜଣେ...

ନିତିନ ନବୀନ ବିଜେପିର ନୂତନ କାର୍ଯ୍ୟକାରୀ ସଭାପତି

ନୂଆଦିଲ୍ଲୀ: ବିଜେପିର ନୂତନ କାର୍ଯ୍ୟକାରୀ ସଭାପତି ଭାବରେ ନିତିନ ନବୀନ ମନୋନୀତ...

Related Articles

Popular Categories