www.samajalive.in
Sunday, December 7, 2025
13.1 C
Bhubaneswar

ଶ୍ରେଣୀଗୃହରେ ସଂଜ୍ଞାହୀନ ହେଲେ ଛାତ୍ରୀ, ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି

ବାସୁଦେବପୁର : ଶ୍ରେଣୀଗୃହରେ ହଠାତ୍‌ ସଂଜ୍ଞାହୀନ ହୋଇପଡ଼ିଲେ ଛାତ୍ରୀ। ଗୁରୁତର ଅବସ୍ଥାରେ ପରିବାର ପକ୍ଷରୁ ବାସୁଦେବପୁର ଡାକ୍ତରଖାନାକୁ ଆଣିବା ପରେ ଚାଲିଛି ଚିକିତ୍ସା। ଏମିତି ଏକ ଘଟଣା ଦେଖିବାକୁ ମିଳିଛି ବାସୁଦେବପୁର ଥାନା ଅଧିନ କୁମାରପୁର ଉଚ୍ଚ ବିଦ୍ୟାଳୟରରେ। ଏହି ବିଦ୍ୟାଳୟରେ ନବମ ଶ୍ରେଣୀର ଛାତ୍ରୀ ମାନସୀ ମାଝୀ ଶ୍ରେଣୀଗୃହରେ ପାଠ ପଢୁଥିବାବେଳେ ହଠାତ୍‌ ଛାତିରେ ଯନ୍ତ୍ରଣା ଅନୁଭବ କରିଥିଲେ ଏବଂ ସଂଜ୍ଞାହୀନ ହୋଇ ପଡ଼ିଥିଲେ। ବିଦ୍ୟାଳୟ ପକ୍ଷରୁ ଛାତ୍ରୀଙ୍କ ପରିବାରକୁ ଖବର ଦିଆଯାଇଥିଲା। ପରେ ସଂଜ୍ଞାହୀନ ଅବସ୍ଥାରେ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ବର୍ତ୍ତମାନ ତାଙ୍କ ଚିକିତ୍ସା ଚାଲିଥିବା ଜଣାପଡ଼ିଛି।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories