www.samajalive.in
Friday, December 5, 2025
20.1 C
Bhubaneswar

ମେଡିସିନ୍ କ୍ଷେତ୍ର ପାଇଁ ଘୋଷଣା ହେଲା ନୋବେଲ୍‌ ପୁରସ୍କାର

ସମାଜ ଡିଜିଟାଲ ଡେସ୍କ: ବର୍ଷ ୨୦୨୪ ପାଇଁ ନୋବେଲ ପୁରସ୍କାର ଘୋଷଣା ସୋମବାରଠାରୁ ଆରମ୍ଭ ହୋଇଛି। ଏହି ପରିପ୍ରେକ୍ଷୀରେ ମେଡିସିନ୍ କ୍ଷେତ୍ର ପାଇଁ ଏହି ସମ୍ମାନର ବିଜେତାଙ୍କ ନାମ ଆଜି ଘୋଷଣା କରାଯାଇଛି। ଚଳିତ ବର୍ଷ ଆମେରିକାର ଭିକ୍ଟର ଆମ୍ବ୍ରୋସ୍‌‌ ଓ ଗ୍ୟାରୀ ରୁଭକୁନଙ୍କୁ ମେଡିସିନ୍ କ୍ଷେତ୍ର ପାଇଁ ନୋବେଲ ପୁରସ୍କାର ପ୍ରଦାନ କରାଯିବ। ମାଇକ୍ରୋ ଆରଏନଏ ଆବିଷ୍କାର ପାଇଁ ଉଭୟଙ୍କୁ ଏହି ସମ୍ମାନ ମିଳିବ।

 

Hot this week

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

Related Articles

Popular Categories