www.samajalive.in
Monday, December 8, 2025
24.1 C
Bhubaneswar

ହରିୟାଣାରେ ମ୍ୟାଜିକ ନମ୍ବର ଛୁଇଁଲା ପରେ ବିଜେପିର ସେଲିବ୍ରେସନ

ସମାଜ ଡିଜିଟାଲ ଡେସ୍କ: ହରିୟାଣା ବିଧାନସଭା ନିର୍ବାଚନରେ ବାଜିମାତ କରୁଛି ବିଜେପି। ୯୦ ଆସନ ବିଶିଷ୍ଟ ବିଧାନସଭା ଆସନରେ ବିଜେପି ଏଠାରେ ମ୍ୟାଜିକ୍‌‌ ନମ୍ବର ପାର କରିଛି। ବର୍ତ୍ତମାନ ସୁଦ୍ଧା ବିଜେପି ୫୦ସିଟରେ
ଆଗୁଆ ରହିଥିବା ବେଳେ କଂଗ୍ରେସ ୩୫ସିଟରେ ଆଗୁଆ ଓ ଅନ୍ୟ ସ୍ୱାଧୀନ ଦଳ ୬ଟି ଆସନରେ ଆଗୁଆ ରହିଛନ୍ତି। ହରିୟାଣାରେ ବିଜେପିର ମୁଖ୍ୟମନ୍ତ୍ରୀ ନାଏବ ସିଂହ ସୈନୀ ଆଗୁଆ ରହିଥିବା ବେଳେ ପୂର୍ବତନ ମୁଖ୍ୟମନ୍ତ୍ରୀ ଭୂପିନ୍ଦର ସିଂହ ହୁଡା ମଧ୍ୟ ଆଗୁଆ ରହିଛନ୍ତି। ତେବେ ବିଜେପି ଆଗୁଆ ରହିଥିବାରୁ ହରିୟାଣା ବିଜେପି କାର୍ଯକର୍ତ୍ତାଙ୍କ ମଧ୍ୟରେ ସେଲିବ୍ରେସନ ଆରମ୍ଭ ହୋଇଯାଇଛି।

Hot this week

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

ମୋଦୀଙ୍କୁ ସାହାଯ୍ୟ ମାଗିଲେ ପାକ୍ ମହିଳା

ନୂଆଦିଲ୍ଲୀ : ଜଣେ ପାକିସ୍ତାନୀ ମହିଳାଙ୍କ ସ୍ବାମୀ ଦିଲ୍ଲୀରେ ଦ୍ବିତୀୟ ବିବାହ...

Related Articles

Popular Categories