www.samajalive.in
Sunday, December 7, 2025
26.1 C
Bhubaneswar

ପ୍ରଫେସର କୁଳଭୂଷଣ ବାଲୁନି ବିଜିୟୁର ନୂଆ କୁଳପତି

ଭୁବନେଶ୍ୱର : ବିର୍ଲା ଗ୍ଲୋବାଲ ୟୁନିଭରସିଟିର ନୂତନ କୁଳପତି ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି କୁଳଭୂଷଣ ବାଲୁନି । ତାଙ୍କର ବିଭିନ୍ନ ପ୍ରମୁଖ ଶିକ୍ଷାନୁଷ୍ଠାନ ଗୁଡିକରେ ଦୀର୍ଘ ୨୫ ବର୍ଷରୁ ଅଧିକ ଅଭିଜ୍ଞତା ରହିଛି । ପ୍ରଫେସର ବାଲୁନି ପରିବେଶ ନିରନ୍ତରତା, ବିକାଶ ନୀତି ଏବଂ ସାମାଜିକ ଉଦ୍ୟୋଗଶୀଳତା ଉପରେ ଗବେଷଣା ପାଇଁ ପ୍ରସିଦ୍ଧି ଅର୍ଜନ କରିଛନ୍ତି । ସେ ୧୯୯୭-୯୮ ଶିକ୍ଷା ବର୍ଷରେ ଆଇଆଇଏମ୍‌ କୋଝିକୋଡରେ ଫାକଲ୍ଟି ସଦସ୍ୟ ଭାବେ ଯୋଗ ଦେଇଥିଲେ। ୨୦୧୪ରୁ ୨୦୧୮ ପର୍ଯ୍ୟନ୍ତ କୋଝିକୋଡରେ ନିର୍ଦ୍ଦେଶକ ରୂପେ କାର୍ଯ୍ୟଭାର ସମ୍ଭାଳିଥିଲେ । ୨୦୧୯ରୁ ୨୦୨୪ ପର୍ଯ୍ୟନ୍ତ ଆଇଆଇଏମ୍‌ ଅମୃତସରର ପ୍ରଥମ ପରାମର୍ଶଦାତା ନିର୍ଦ୍ଦେଶକ ଭାବେ ସେ ନିଯୁକ୍ତ ହୋଇଥିଲେ।

Hot this week

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

Related Articles

Popular Categories