www.samajalive.in
Sunday, December 7, 2025
26.1 C
Bhubaneswar

ସନ୍ଧ୍ୟା ୫ଟା ମୁଖ୍ୟ ଖବର

ପଦାର୍ଥ ବିଜ୍ଞାନରେ ଦୁଇ ଜଣଙ୍କୁ ନୋବେଲ୍‌.. କୃତ୍ରିମ ନ୍ୟୁରାଲ ନେଟୱାର୍କ ସହିତ ମେସିନ୍ ଲର୍ଣ୍ଣିଂକୁ ସକ୍ଷମ କରୁଥିବା ମୌଳିକ ଆବିଷ୍କାର ପାଇଁ ଜନ୍ ଜେ ହପଫିଲଡ ଏବଂ ଜେଫ୍ରି ଇ. ହିଣ୍ଟନ ୨୦୨୪ ପାଇଁ ପାଇବେ ପଦାର୍ଥ ବିଜ୍ଞାନରେ ନୋବେଲ୍ ପୁରସ୍କାର..

ଜମ୍ମୁ-କାଶ୍ମୀରରେ ମିଳିତ ଭାବେ ସରକାର ଗଠନ କରିବେ ଏନସି ଓ କଂଗ୍ରେସ.. ଓମାର ଅବଦୁଲ୍ଲା ହେବେ ଜମ୍ମୁ-କଶ୍ମୀର ମୁଖ୍ୟମନ୍ତ୍ରୀ..

- Advertisement -

ହରିୟାଣାରେ ବିଜେପିର ବାଜିମାତ୍.. ଲଡୱା ଆସନରୁ ଜିତିଲେ ମୁଖ୍ୟମନ୍ତ୍ରୀ ନାୟବ ସିଂହ ସୈନୀ..

ସୁଭଦ୍ରା ଟଙ୍କା ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡାଙ୍କ ବଡ ସୂଚନା.. ବୁଧବାର ଦିନ ୧୨ଟା ପୂର୍ବରୁ ହିତାଧିକାରୀଙ୍କୁ ମିଳିବ ସୁଭଦ୍ରା ଟଙ୍କା.. ହିତାଧିକାରୀଙ୍କ ଆକାଉଣ୍ଟକୁ ପ୍ରଥମ କିସ୍ତି ପଠାଇବେ ମୁଖ୍ୟମନ୍ତ୍ରୀ.. ଏନପିସିଆଇ କ୍ଲିୟରାନ୍ସ ଥିବା ୩୫ ଲକ୍ଷରୁ ଅଧିକ ମହିଳାଙ୍କୁ ମିଳିବ ଟଙ୍କା..

ଓପିଏସସି ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କଲେ ବରିଷ୍ଠ ଆଇପିଏସ୍‌ ଅରୁଣ ଷଡ଼ଙ୍ଗୀ..

ହାଇକୋର୍ଟରେ ଭରତପୁର ଥାନା ମାମଲାର ଶୁଣାଣି..ସରକାରଙ୍କ ପଦକ୍ଷେପକୁ ହାଇକୋର୍ଟଙ୍କ ପ୍ରଶଂସା.. ବ୍ୟକ୍ତିଗତ ଭାବେ ହାଜର ହୋଇ ଉତ୍ତର ରଖିଲେ ଏଡିଜି.. ୧୫ଦିନରେ ୧୩ଟି ଥାନାରେ ସିସିଟିଭି ଲଗାଯିବ କହିଲେ ଏଡିଜି..

ଦୁର୍ଗାପୂଜା ପାଇଁ କଟକ ଏବଂ ଭୁବନେଶ୍ଵରରେ ଟ୍ରାଫିକ୍ କଟକଣା.. ୯ରୁ ୧୩ ତାରିଖ ଯାଏଁ ଟ୍ବିନ୍ ସିଟିରେ ଚଳାଚଳ କରିପାରିବନି ଭାରିଯାନ.. କଟକରେ ଅପରାହ୍ନ ୪ଟାରୁ ରାତି ୧ଟା ଏବଂ ଭୁବନେଶ୍ଵରରେ ଅପରାହ୍ନ ୪ଟାରୁ ରାତି ୨ଟା ପର୍ଯ୍ୟନ୍ତ କଟକଣା ଜାରି କଲା କମିଶନରେଟ୍ ପୁଲିସ୍..

Hot this week

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ: ସାମ୍ନାକୁ ଆସିଲା ନିଆଁ ଲାଗିବା ସମୟର ଦୃଶ୍ୟ

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ସାରା ଦେଶବାସୀଙ୍କୁ ସ୍ତବ୍ଧ...

ବାରବାଟୀ ମ୍ୟାଚ: ସୁରକ୍ଷା ଦାୟିତ୍ଵରେ ରହିବେ ୫୧ ପ୍ଲାଟୁନ ପୁଲିସ, ୬ସ୍ଥାନରେ ପାର୍କିଂ ବ୍ୟବସ୍ଥା

ସମାଜଲାଇଭ ଡେସ୍କ: ଆଗାମୀ ୯ ତାରିଖରେ ହେବାକୁ ଥିବା ବାରବାଟୀ ମ୍ୟାଚ...

ଭୁବନେଶ୍ଵରରେ ଦୁଇ ଦଳର ଖେଳାଳି: ରାତିରେ ଆସିବେ ଗିଲ, ସୂର୍ଯ୍ୟକୁମାର

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚ ପାଇଁ ଉଭୟ ଭାରତ ଏବମଂ...

ବାରବାଟୀ ମ୍ୟାଚ ଦେଖିବେ ମୁଖ୍ୟମନ୍ତ୍ରୀ, କାଲିଠୁ ନେଟ୍‌ ପ୍ରାକ୍ଟିସ

ସମାଜଲାଇଭ ଡେସ୍କ: ଆସନ୍ତା ୯ ତାରିଖରେ କଟକ ବାରବାଟୀ ଷ୍ଟାଡିଅମରେ ଭାରତ...

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

Related Articles

Popular Categories