www.samajalive.in
Tuesday, December 9, 2025
17.1 C
Bhubaneswar

ଉତ୍ତର ଓଡ଼ିଶାରେ ବର୍ଷା ସମ୍ଭାବନା

ଭୁବନେଶ୍ବର: ରାଜ୍ୟର ବିଭିନ୍ନ ସ୍ଥାନରେ ଆଜି ବର୍ଷା ହୋଇଛି। ମଙ୍ଗଳବାର ସକାଳ ସାଢେ ୮ଟାରୁ ସନ୍ଧ୍ୟା ସାଢେ ୫ଟା ମଧ୍ୟରେ ନୟାଗଡରେ ୧୫.୨ମି.ମି.ବର୍ଷା ରେକର୍ଡ ହୋଇଥିବା ବେଳେ ଢେଙ୍କାନାଳ, ଦାରିଙ୍ଗବାଡି, ଫୁଲବାଣୀ, କୋରାପୁଟ, କେନ୍ଦୁଝର, ଝାରସୁଗୁଡା, ଅନୁଗୋଳ, ଭୁବନେଶ୍ବର, କଟକ ଏବଂ ଚାନ୍ଦବାଲିରେ ବର୍ଷା ହୋଇଛି। ଆସନ୍ତା ୨୪ଘଣ୍ଟାରେ ଉତ୍ତର ଓଡ଼ିଶାର କିଛି ସ୍ଥାନରେ ବର୍ଷାର ସମ୍ଭାବନା ରହିଛି। ବିଶେଷ କରି ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ, ବାଲେଶ୍ବର, ଭଦ୍ରକ, ମାଲକାନଗିରି, କୋରାପୁଟ, ରାୟଗଡା ଏବଂ ଗଜପତିରେ ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା ରହିଛି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories