www.samajalive.in
Saturday, December 6, 2025
16.1 C
Bhubaneswar

ଉତ୍ତର ଓଡ଼ିଶାରେ ବର୍ଷା ସମ୍ଭାବନା

ଭୁବନେଶ୍ବର : ରାଜ୍ୟର ବିଭିନ୍ନ ସ୍ଥାନରେ ଆଜି ବର୍ଷା ହୋଇଛି। ମଙ୍ଗଳବାର ସକାଳ ସାଢେ ୮ଟାରୁ ସନ୍ଧ୍ୟା ସାଢେ ୫ଟା ମଧ୍ୟରେ ନୟାଗଡରେ ୧୫.୨ ମି.ମି.ବର୍ଷା ରେକର୍ଡ ହୋଇଥିବାବେଳେ ଢେଙ୍କାନାଳ, ଦାରିଙ୍ଗବାଡି, ଫୁଲବାଣୀ, କୋରାପୁଟ, କେନ୍ଦୁଝର, ଝାରସୁଗୁଡା, ଅନୁଗୋଳ, ଭୁବନେଶ୍ବର, କଟକ ଏବଂ ଚାନ୍ଦବାଲିରେ ବର୍ଷା ହୋଇଛି। ଆସନ୍ତା ୨୪ଘଣ୍ଟାରେ ଉତ୍ତର ଓଡ଼ିଶାର କିଛି ସ୍ଥାନରେ ବର୍ଷାର ସମ୍ଭାବନା ରହିଛି। ବିଶେଷ କରି ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ, ବାଲେଶ୍ବର, ଭଦ୍ରକ, ମାଲକାନଗିରି, କୋରାପୁଟ, ରାୟଗଡା ଏବଂ ଗଜପତିରେ ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା ରହିଛି।

Hot this week

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

ସରକାର ସ୍ଥିର କଲେ ବିମାନ ଭଡ଼ା, ଇଣ୍ଡିଗୋ CEOଙ୍କୁ କାରଣ ଦର୍ଶାଅ ନୋଟିସ୍

ସମାଜ ନ୍ୟୁଜ ଡେସ୍କ- ଇଣ୍ଡିଗୋ ସଙ୍କଟକୁ ଦୃଷ୍ଟିରେ ରଖି, ଭାରତ ସରକାରଙ୍କ...

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

ଜନ୍ମଦିନ ପାଳନ ପାଇଁ ମୋବାଇଲ ଲୁଟ୍‌

ଫୁଲବାଣୀ: ଏକ ମୋବାଇଲ ଲୁଟ କରି ଆକ୍ରମଣ କରିବା ଘଟଣାରେ ଫୁଲବାଣୀ...

Related Articles

Popular Categories