www.samajalive.in
Tuesday, December 9, 2025
16.1 C
Bhubaneswar

ବିଧାନସଭାରେ ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର: ଆଜି ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୧୪୭ତମ ଜନ୍ମ ଜୟନ୍ତୀ। ଏହି ଅବସରରେ ବିଧାନସଭା ପରିସରରେ ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରି ଶ୍ରଦ୍ଧାସୁମନ ଅର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।  ବାଚସ୍ପତି ସୁରମା ପାଢୀଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି ସ୍ମୃତି ସଭାରେ ସାମିଲ ହୋଇ ପୁଣ୍ୟାତ୍ମା ଗୋପବନ୍ଧୁ ଦାସଙ୍କର ସ୍ମୃତି ଚାରଣ କରିଛନ୍ତି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories