www.samajalive.in
Sunday, December 14, 2025
26.1 C
Bhubaneswar

ଗୋପବନ୍ଧୁ ଜୟନ୍ତୀ ଅବସରରେ କଟକ ବିଜେଡି ପକ୍ଷରୁ ସଦସ୍ୟ ସଂଗ୍ରହ ଅଭିଯାନ ଆରମ୍ଭ

ଡେସ୍କ: ପବିତ୍ର ଗୋପବନ୍ଧୁ ଜୟନ୍ତୀ ଅବସରରେ ଆଜି ବିଜୁ ଜନତା ଦଳ କଟକ ଜିଲ୍ଲା ପକ୍ଷରୁ ସ୍ଥାନୀୟ ସାରଳା ଭବନରେ ସଦସ୍ୟ ସଂଗ୍ରହ ଅଭିଯାନ ଆରମ୍ଭ ହୋଇଛି। ଏହି କାର୍ଯ୍ୟକ୍ରମରେ ଜିଲ୍ଲା ସଭାପତି ତଥା ରାଜ୍ୟସଭା ସାଂସଦ ଦେବାଶିଷ ସାମନ୍ତରାୟ, ବିଧାୟକ ଦେବି ରଞ୍ଜନ ତ୍ରିପାଠୀ, ସୌ୍ଭିକ ବିଶ୍ୱାଳ ପ୍ରଶାନ୍ତ ବେହେରା, ଜିଲ୍ଲା ପରିଷଦ ସଭାପତି କିଶୋର ମହାନ୍ତି, ଉପାଧ୍ୟକ୍ଷା ସୁଭଦ୍ରା ଦାସ ମଧୁସୂଧନ ସାହୁ, ଡେପୁଟି ମେୟର ଦମୟନ୍ତୀ ମାଝୀ ପ୍ରମୁଖ ଯୋଗ ଦେଇଥିଲେ। ଜିଲ୍ଲାରେ ରାଜ୍ୟ ସର୍ବାଧିକ ସଦସ୍ୟ ସଂଗ୍ରହ ହେବେ ବୋଲି ଏହି ଅବସରରେ ଦେବାଶିଷ ଆଶା କରିବା ସହିତ ନବୀନଙ୍କ ପ୍ରତି ଏବେବି ଅଗଣିତ ଲୋକଙ୍କ ଭଲ ପାଇବା ରହିଛି। ଆଗାମୀ ଦିନରେ ଦଳକୁ ଅଧିକ ମଜବୁତ କରିବା ସହିତ ନବୀନ ପଟ୍ଟନାୟକଙ୍କୁ ପୁଣି ଥରେ ମୁଖ୍ୟମନ୍ତ୍ରୀ କରିବା ପାଇଁ ସମସ୍ତେ ସଂକଳ୍ପ ନିଅନ୍ତୁ ବୋଲି ସେ କହିଛନ୍ତି।

Hot this week

ଧାନ କଟା ମେସିନରେ କଟିଗଲେ ଯୁବଚାଷୀ

ସମାଜ ଲାଇଭ ଡେସ୍କ :ବାଲେଶ୍ଵର ରେ ଧାନକଟା ମେସିନ୍ ରେ  କଟି...

ଧାନ ଜମିରେ ଜଳିଗଲେ ଚାଷୀ

ସମାଜଲାଇଭ ଡେସ୍କ: ଧାନ ଜମିରେ ଜଳିଗଲେ ଚାଷୀ। ପୁରୀ ଜିଲା ପିପିଲି...

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

Related Articles

Popular Categories