www.samajalive.in
Sunday, December 7, 2025
14.1 C
Bhubaneswar

ଖୁବଶୀଘ୍ର ମିଳିବ ତୃତୀୟ ପର୍ଯ୍ୟାୟ ସୁଭଦ୍ରା ଟଙ୍କା

ସମାଜ ଡିଜିଟାଲ ଡେସ୍କ: ରାଜ୍ୟରେ ହିତାଧିକାରୀଙ୍କୁ ଖୁବଶୀଘ୍ର ମିଳି ତୃତୀୟ ପର୍ଯ୍ୟାୟ ସୁଭଦ୍ରା ଟଙ୍କା। ଏନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା ସୂଚନା ଦେଇଛନ୍ତି। ସାମ୍ବାଦିକ ସମ୍ମିଳନୀ କରି ଉପମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଏଯାବତ ୧କୋଟି ୫୦ହଜାର ମହିଳା ରେଜିଷ୍ଟ୍ରେସନ କରିସାରିଲେଣି। ୨ଟି ପର୍ଯ୍ୟାୟରେ ମୋଟ ୬୦ଲକ୍ଷ ମହିଳାଙ୍କୁ ସହାୟତା ପ୍ରଦାନ କରାଯାଇଛି। ଖୁବଶୀଘ୍ର ତୃତୀୟ ପର୍ଯ୍ୟାୟରେ ବାକି ରହିଥିବା ହିତାଧିକାରୀଙ୍କୁ ଟଙ୍କା ପ୍ରଦାନ କରାଯିବ। ଏନସିପିଆଇ କ୍ଲିୟରାନ୍ସ ପରେ ଆଜି ୩୫ଲକ୍ଷ ମହିଳାଙ୍କୁ ଟଙ୍କା ଦିଆଯାଇଛି। କୌଣସି ଯୋଗ୍ୟ ହିତାଧିକାରୀଙ୍କ ଆବେଦନପତ୍ର ଖାରଜ କରାଯିବନି। ଯେଉଁ ହିତାଧିକାରୀଙ୍କ ଆବେଦନରେ ତ୍ରୁଟି ଥିବ ଘରକୁ ଘର ଯାଇ, ବ୍ଲକ ବା ଜିଲା ପ୍ରଶାସନ ଜରିଆରେ ସଂଶୋଧନ କରାଯିବ। ଯେଉଁମାନେ ଟଙ୍କା ପାଇନାହାଁନ୍ତି ବାରମ୍ବାର ଆବେଦନ କରିବା ଅନାବଶ୍ୟକ। ଆଉ ଆବେଦନ ନକରି ତ୍ରୁଟି କଣ ରହିଛି ତାକୁ ସଂଶୋଧନ କରନ୍ତୁ।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories