www.samajalive.in
Sunday, December 14, 2025
23.1 C
Bhubaneswar

ପୁଣ୍ୟାତ୍ମା ଉତ୍କଳମଣି ପଣ୍ଡିତ ଗୋପବନ୍ଧୁଙ୍କୁ ଶ୍ରଦ୍ଧାଞ୍ଜଳି

କେନ୍ଦୁଝରଗଡ଼଼: କେନ୍ଦୁଝର ‘ସମାଜ’ ପରିବାର ପକ୍ଷରୁ ପୁଣ୍ୟାତ୍ମା ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୧୪୭ତମ ଜୟନ୍ତୀ ପାଳିତ ହୋଇଯାଇଛି। ଏହି ଅବସରରେ ବୁଧବାର ପୂର୍ବାହ୍ନ ୮ଟାରେ ଟେଲିଫୋନ ଏକ୍ସଚେଞ୍ଜସ୍ଥିତ ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ ପୂର୍ବକ ଭକ୍ତିିପୂତ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଥିଲା। ସମାଜ ପ୍ରତିନିଧି ଜ୍ଞାନରଞ୍ଜନ ମିଶ୍ର ଓ ସତ୍ୟ ନାରାୟଣ ମିଶ୍ରଙ୍କ ନେତ୍ତୃତ୍ୱରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ କେନ୍ଦୁଝର ନଗରପାଳ ନିକୁ ସାହୁ, ଧରଣୀଧର ବିଶ୍ୱବିଦ୍ୟାଳୟ କୁଳସଚିବ ପ୍ରଫେସର ପ୍ରତାପ କୁମାର ମହାନ୍ତି, ବିଶ୍ୱବିଦ୍ୟାଳୟର ସ୍ନାତକୋତ୍ତର ପରିଷଦ ଅଧ୍ୟକ୍ଷ ପ୍ରଫେସର ପ୍ରଭୁପ୍ରସାଦ ଦାସ, ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ସାର୍ଥକ ଅଭିନନ୍ଦନ ରାୟ, ସରକାରୀ ମହିଳା ମହାବିଦ୍ୟାଳୟର ଅଧ୍ୟାପକ ଧର୍ମବୀର ମୋହନ ସିଂ, ମିଳନୀ ସାହିତ୍ୟ ସଂସଦ ସଭାପତି ଦେବାଶିଷ ଚକ୍ରବର୍ତ୍ତୀ ଓ ସମ୍ପାଦକ ଡ. ଚିତ୍ତରଞ୍ଜନ ମିଶ୍ର, ବିଶିଷ୍ଟ ସମାଜସେବୀ ସେବତୀ ସିଂହ, ଓସ୍କା କାର୍ଯ୍ୟକ୍ରମ ନିର୍ଦ୍ଦେଶକ ମାନସିଂ ଦୁର୍ଗାପ୍ରସାଦ ନାୟକ, ରୋଟାରୀ କ୍ଲବ ସଭାନେତ୍ରୀ ରାଜଲକ୍ଷ୍ମୀ ସ୍ୱାଇଁ, ରୋଟାରିଆନ ଇଂ ଦେବବ୍ରତ ସ୍ୱାଇଁ, ଦନ୍ତରୋଗ ବିଶେଷଜ୍ଞ ଡାକ୍ତର ସଞ୍ଜୀବ କୁମାର ଓତା, ଶିଶୁ ମଙ୍ଗଳ ସମିତି ସଦସ୍ୟା ରାଜଶ୍ରୀ ଉପାଧ୍ୟାୟ, ଗୋପବନ୍ଧୁ ସେବାକେନ୍ଦ୍ର ସଦସ୍ୟ ଡ. ଉମାକାନ୍ତ ପତ୍ରୀ ଓ ବିଶ୍ୱଜିତ ବଳ, କେଏସଇ ଉଚ୍ଚମାଧ୍ୟମିକ ବିଜ୍ଞାନ ବିଦ୍ୟାଳୟର ନିର୍ଦ୍ଦେଶକ ଇଂ ଜିତେନକ୍ରୀଷ୍ଣା ରାମ ଦାନୀ ଓ ଅଧ୍ୟାପକ ଭାବଗ୍ରାହୀ ମିଶ୍ର, ସିଟିଜି ପୂର୍ବତନ ସାଂସଦ ମାଧବ ସର୍ଦ୍ଦାର, ଜିଲାପରିଷଦ ସଦସ୍ୟ ଆଶିଷ ଚକ୍ରବର୍ତ୍ତୀ, ରେଡକ୍ରସ ଯୁଗ୍ମସମ୍ପାଦକ ଏ.ଆର.ଖାନ, ବଣିଆପାଟ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ଆଚାର୍ଯ୍ୟ ବିଦ୍ୟାଧର ମହାନ୍ତ, ଶିକ୍ଷକ ବିଜୟ କୁମାର ବେହେରା, ଅବସରପ୍ରାପ୍ତ ବ୍ୟାଙ୍କ ଅଧିକାରୀ ଭରତ ଚନ୍ଦ୍ର ପାତ୍ର, କେନ୍ଦୁଝର ସଦର ପ୍ରତିନିଧି ବିଜୟ କୁମାର ମିଶ୍ର, ସମାଜ କର୍ମଚାରୀ ପବିତ୍ର ବେହେରା ପ୍ରମୁଖ ଯୋଗଦେଇ ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣପୂର୍ବକ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ।

Hot this week

କଟକରେ ପହଞ୍ଚିଲେ ପ୍ରଧାନ ବିଚାରପତି

ସମାଜ ଲାଇଭ ଡ଼େସ୍କ : କଟକରେ ପହଞ୍ଚିଲେ ଭାରତର ସର୍ବୋଚ୍ଚ ନ୍ୟାୟଳୟ...

ନକଲି ଔଷଧ ରାକେଟର ପର୍ଦ୍ଦାଫାଶ, ମାଲିକ ଏବଂ ଅନ୍ୟ ଦୁଇ ଗିରଫ

ନୂଆଦିଲ୍ଲୀ: ଗାଜିଆବାଦରେ ଏକ ନକଲି ଔଷଧ ରାକେଟର ପର୍ଦ୍ଦାଫାଶ ହୋଇଛି। ଦିଲ୍ଲୀ...

ନକଲି ସିମ୍ ବିକ୍ରି ଅଭିଯୋଗ; ୨ ଜଣଙ୍କୁ ଧରିଲା ଦିଲ୍ଲୀ ପୁଲିସ

ଭଣ୍ଡାରିପୋଖରୀ: ମଞ୍ଜୁରୀରୋଡ ବଜାରରେ ମୋବାଇଲ ଦୋକାନ କରି ନକଲି ସିମ କାର୍ଡ...

ଦିଲ୍ଲୀରେ ଗ୍ରାପ୍‌-୩ କଟକଣା

ନୂଆଦିଲ୍ଲୀ : ରାଜଧାନୀ ଦିଲ୍ଲୀର ବାୟୁମଣ୍ଡଳ ଶନିବାର ଅତ୍ୟଧିକ ପ୍ରଦୂଷିତ ହୋଇପଡିଥିବାରୁ...

୧୫୫ଟି ବାର୍ ରେ ଅବକାରୀ ବିଭାଗର ଚଢାଉ

ସମାଜ ଡିଜିଟାଲ ଡେସ୍କ: ନୂଆ ବର୍ଷ ପୂର୍ବରୁ ରାଜଧାନୀ ଭୁବନେଶ୍ୱରରେ ବିଭିନ୍ନ...

Related Articles

Popular Categories