www.samajalive.in
Sunday, December 14, 2025
26.1 C
Bhubaneswar

ପୋଷ୍ଟାଥନ ପଦଯାତ୍ର ଆୟୋଜିତ

ସମ୍ବଲପୁର: ବିଶ୍ୱ ଡାକ ଦିବସ ଉପଲକ୍ଷେ ବୁଧବାର ସମ୍ବଲପୁର ମୁଖ୍ୟ ଡାକଘର ପକ୍ଷରୁ ପୋଷ୍ଟମାଷ୍ଟର ତରଣୀ ସେନ ଭୁସାଗରଙ୍କ ନେତୃତ୍ୱରେ ‘ଫିଟ ପୋଷ୍ଟ, ଫିଟ ଇଣ୍ଡିଆ’ ବାର୍ତ୍ତା ନେଇ ପୋଷ୍ଟାଥନ ପଦଯାତ୍ରା ଆୟୋଜିତ ହୋଇଯାଇଛି। ଏହି ପଦଯାତ୍ରା ସମ୍ବଲପୁର ମୁଖ୍ୟ ଡାକଘରରୁ ଆରମ୍ଭ ହୋଇ କଚେରୀ ଛକ ଦେଇ ରିଂ ରୋଡରେ ମାଁ ସମଲେଶ୍ୱରୀ ମନ୍ଦିର ପର୍ଯ୍ୟନ୍ତ ଯାଇଥିଲା। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଡାକଘରର ଅଧିକାରୀ ଓ କର୍ମଚାରୀ ମାନେ ସାମିଲ ହୋଇ ଫିଟ ପୋଷ୍ଟ, ଫିଟ ଇଣ୍ଡିଆ ଥିମକୁ ବ୍ୟାନର, ପୋଷ୍ଟର ଓ ବିଭିନ୍ନ ସ୍ଲୋଗାନ ଦେଇ ଜନସଚେତନ ଓ ପ୍ରଚାର ପ୍ରସାର କରିଥିଲେ।

Hot this week

ଧାନ କଟା ମେସିନରେ କଟିଗଲେ ଯୁବଚାଷୀ

ସମାଜ ଲାଇଭ ଡେସ୍କ :ବାଲେଶ୍ଵର ରେ ଧାନକଟା ମେସିନ୍ ରେ  କଟି...

ଧାନ ଜମିରେ ଜଳିଗଲେ ଚାଷୀ

ସମାଜଲାଇଭ ଡେସ୍କ: ଧାନ ଜମିରେ ଜଳିଗଲେ ଚାଷୀ। ପୁରୀ ଜିଲା ପିପିଲି...

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

Related Articles

Popular Categories