www.samajalive.in
Sunday, December 14, 2025
19.1 C
Bhubaneswar

ଗୋପବନ୍ଧୁଙ୍କ ପୂଣ୍ୟ ଜୟନ୍ତୀ ପାଳିତ

ଘଣ୍ଟାପଡା: କଣ୍ଟାମାଳ ବ୍ଲକ ଖୁଣ୍ଟିଗୋରା ପଞ୍ଚାୟତ ଅନ୍ତର୍ଗତ ରୁଗୁଡ଼ିପାଲିସ୍ଥିତ ମାନବ ସେବା ସଦନ କାର୍ଯ୍ୟାଳୟରେ ସଙ୍ଗଠନ ପକ୍ଷରୁ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ପୁଣ୍ୟ ଜୟନ୍ତୀ ପାଳିତ ହୋଇଯାଇଛି । ସଭାପତି ବଳରାମ ବାଘଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଉତ୍କଳମଣିଙ୍କ ଫଟୋଚିତ୍ରରେ ପୁଷ୍ପ ଅର୍ପଣ କରାଯିବା ସହିତ ତାଙ୍କ ଗୁଣ ଓ ଆଦର୍ଶ ଉପରେ ଆଲୋଚନା କରାଯାଇଥିଲା । କାର୍ଯ୍ୟକ୍ରମରେ ସଂଗଠନ ସମ୍ପାଦକ ବଂଶୀଧର ମାଝୀ, ବରିଷ୍ଠ ସଦସ୍ୟ ସୁଶାନ୍ତ ବାରିକ, ପ୍ରଦୀପ ସାହୁ, ଗଜାନନ ପ୍ରଧାନ, ନବୀନ ଠେଲା, ସୁଶାନ୍ତ ଭୋଇ, ଲବ ଭୋଇ, ସଞ୍ଜୀବ ନାୟକ ପ୍ରମୁଖ ଉପସ୍ଥିତ ରହିଥିଲେ।

Hot this week

ସିଡ୍‌ନୀ ଗୁଳିକାଣ୍ଡ: ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

ସିଡନୀ: ସିଡନୀର ବଣ୍ଡି ବିଚ୍‌ ଗୁଳିକାଣ୍ଡରେ ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି...

ସାଂସଦ ଅପରାଜିତ ଷଡ଼ଙ୍ଗୀଙ୍କ ଝିଅ ବିବାହ ଭୋଜି ଅନୁଷ୍ଠିତ

ଭୁବନେଶ୍ୱର: ସାସଂଦ ଅପରାଜିତା ଷଡଙ୍ଗୀଙ୍କ ଝିଅଙ୍କ ବିବାହ ଭୋଜି ରବିବାର ଭୁବନେଶ୍ଵର...

ଟସ୍‌ ଜିତି ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଧର୍ମଶାଳାରେ ହେଉଥିବା ୩ୟ ଟି-୨୦ ମ୍ୟାଚରେ ଭାରତ ଟସ...

ଗୋପାଳପୁରରେ ୩ ଦିନିଆ ଦକ୍ଷିଣ ଏସୀୟ ମୈତ୍ରୀ ସମ୍ମିଳନୀ ଉଦଯାପିତ, ଯୋଗଦେଲେ ୧୮ଟି ରାଜ୍ୟର ପ୍ରତିନିଧି

ସମାଜ ନ୍ୟୁଜ ଡେସ୍କ- ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ଠାରେ ଥିବା...

କାର ଧକ୍କାରେ ବାଇକ୍ ଆରୋହୀ ମୃତ

ରେଙ୍ଗାଲିକ୍ୟାମ୍ପ: ଅତାବିରାସ୍ଥିତ ଏକ ପେଟ୍ରୋଲ ପମ୍ପ ସମ୍ମୁଖରେ ସଡ଼କ ଦୁର୍ଘଟଣାରେ ଜଣେ...

Related Articles

Popular Categories