www.samajalive.in
Sunday, December 7, 2025
26.1 C
Bhubaneswar

ସନ୍ଧ୍ୟା ୫ଟା ମୁଖ୍ୟ ଖବର

ପଞ୍ଚଭୂତରେ ଲୀନ ହେଲେ ରତନ ଟାଟା.. ମୁମ୍ବାଇର ଓ୍ବର୍ଲିରେ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶେଷ କୃତ୍ୟ ସମ୍ପନ୍ନ..

୨୦୨୪ ବର୍ଷ ପାଇଁ ଦକ୍ଷିଣ କୋରିଆର ଲେଖକ ହାନ୍ କାଙ୍ଗ ପାଇବେ ସାହିତ୍ୟରେ ନୋବେଲ ପୁରସ୍କାର..

- Advertisement -

ଟେନିସରୁ ଅବସର ଘୋଷଣା କଲେ ରାଫେଲ ନାଦାଲ.. ନଭେମ୍ବରରେ ହେବାକୁ ଥିବା ଡେଭିସ କପ୍ ଫାଇନାଲ୍ସ ହେବ ଶେଷ ଟୁର୍ଣ୍ଣାମେଣ୍ଟ.. ଭିଡିଓ ବାର୍ତ୍ତା ଜାରି କରି କଲେ ଘୋଷଣା..

ରତନ ଟାଟାଙ୍କୁ ଭାରତ ରତ୍ନ ଦେବାକୁ କେନ୍ଦ୍ର ସରକାରଙ୍କ ନିକଟରେ ଦାବି ରଖିଲେ ମହାରାଷ୍ଟ୍ର ସରକାର.. ମହାରାଷ୍ଟ୍ର କ୍ୟାବିନେଟ୍‌ର ପ୍ରସ୍ତାବ ପାରିତ..

ଢେଙ୍କାନାଳ ଜିଲ୍ଲା ଭୁବନ ଥାନା କୀର୍ତ୍ତନପୁର ଗାଁରେ ଅଘଟଣ.. ବାପା ଆଗରେ ବ୍ରାହ୍ମଣୀ ନଦୀକୁ ଡେଇଁ ପଡ଼ିଲା ପୁଅ..

କନେଷ୍ଟବଳଙ୍କୁ ଆକ୍ରମଣ କରି ପାପୁଲି ଛିଡାଇଥିବା ଅଭିଯୁକ୍ତକୁ ଏନକାଉଣ୍ଟର.. ଏ.କଟାପାଲି ନିକଟ ଜଙ୍ଗଲରେ ଅଭିଯୁକ୍ତ କମଲୁ ପ୍ରଧାନଙ୍କୁ ଏନକାଉଣ୍ଟର.. ଧାରୁଆ ଅସ୍ତ୍ରରେ ହାଣି କନେଷ୍ଟବଳଙ୍କ ପାପୁଲି ଛିଡାଇ ଦେଇଥିଲା ଦୁର୍ବୃତ୍ତ..

Hot this week

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

Related Articles

Popular Categories