www.samajalive.in
Sunday, December 14, 2025
19.1 C
Bhubaneswar

ଆସନ୍ତା ୨୪ରେ ପୁରୀ ଆସୁଛନ୍ତି ରାଷ୍ଟ୍ରପତି

ପୁରୀ: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୨୪ତାରିଖ ପୁରୀ ଗସ୍ତରେ ଆସୁଛନ୍ତି। ଗୋପବନ୍ଧୁ ଆୟୁର୍ବେଦ ମହାବିଦ୍ୟାଳୟର ହୀରକ ଜୟନ୍ତୀ ଉତ୍ସବରେ ସେ ମୁଖ୍ୟ ଅତିଥି ଭାବେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ଗୋପବନ୍ଧୁ ଆୟୁର୍ବେଦ କଲେଜ ପରିସରରେ ଏହି ଉତ୍ସବ ଅନୁଷ୍ଠିତ ହେବ। ଏଥିପାଇଁ ପ୍ରସ୍ତୁତି ଜୋରଦାର ଆରମ୍ଭ ହୋଇଛି। ଦୀର୍ଘ ୭୫ବର୍ଷ ମଧ୍ୟରେ ଏହି କଲେଜରୁ ଆୟୁର୍ବେଦରେ ଡାକ୍ତରୀ ଶିକ୍ଷା ଶେଷ କରି ଜାତୀୟ ଏବଂ ଅନ୍ତର୍ଜାତୀୟ ସ୍ତରରେ ଖ୍ୟାତି ଅର୍ଜନ କରିଥିବା ବହୁ ବିଶିଷ୍ଟ ବ୍ୟକ୍ତି ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ଏହାସହିତ ରାଷ୍ଟ୍ରପତି ଶ୍ରୀମତି ମୁର୍ମୁ ସେଦିନ ମହାପ୍ରଭୁ ଶ୍ରୀଜଗନ୍ନାଥ ମନ୍ଦିରକୁ ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିପାରନ୍ତି।

Hot this week

ସିଡ୍‌ନୀ ଗୁଳିକାଣ୍ଡ: ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

ସିଡନୀ: ସିଡନୀର ବଣ୍ଡି ବିଚ୍‌ ଗୁଳିକାଣ୍ଡରେ ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି...

ସାଂସଦ ଅପରାଜିତ ଷଡ଼ଙ୍ଗୀଙ୍କ ଝିଅ ବିବାହ ଭୋଜି ଅନୁଷ୍ଠିତ

ଭୁବନେଶ୍ୱର: ସାସଂଦ ଅପରାଜିତା ଷଡଙ୍ଗୀଙ୍କ ଝିଅଙ୍କ ବିବାହ ଭୋଜି ରବିବାର ଭୁବନେଶ୍ଵର...

ଟସ୍‌ ଜିତି ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଧର୍ମଶାଳାରେ ହେଉଥିବା ୩ୟ ଟି-୨୦ ମ୍ୟାଚରେ ଭାରତ ଟସ...

ଗୋପାଳପୁରରେ ୩ ଦିନିଆ ଦକ୍ଷିଣ ଏସୀୟ ମୈତ୍ରୀ ସମ୍ମିଳନୀ ଉଦଯାପିତ, ଯୋଗଦେଲେ ୧୮ଟି ରାଜ୍ୟର ପ୍ରତିନିଧି

ସମାଜ ନ୍ୟୁଜ ଡେସ୍କ- ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ଠାରେ ଥିବା...

କାର ଧକ୍କାରେ ବାଇକ୍ ଆରୋହୀ ମୃତ

ରେଙ୍ଗାଲିକ୍ୟାମ୍ପ: ଅତାବିରାସ୍ଥିତ ଏକ ପେଟ୍ରୋଲ ପମ୍ପ ସମ୍ମୁଖରେ ସଡ଼କ ଦୁର୍ଘଟଣାରେ ଜଣେ...

Related Articles

Popular Categories