www.samajalive.in
Sunday, December 14, 2025
14.1 C
Bhubaneswar

ଖଣ୍ଡଗିରି ପାହାଡ ତଳେ ଯୁବକଙ୍କ ମୃତଦେହ ଉଦ୍ଧାର

ସମାଜ ଡିଜିଟାଲ ଡେସ୍କ: ଦୁର୍ଗାପୂଜାରେ ରାଜଧାନୀରେ ଚାଞ୍ଚଲ୍ୟ। ଭୁବନେଶ୍ୱର ଖଣ୍ଡଗିରି ପାହାଡ ତଳୁ କ୍ଷତାକ୍ତ ଅବସ୍ଥାରେ ଯୁବକଙ୍କ ମୃଥଦେହ ଉଦ୍ଧାର ହୋଇଛି। ମୃତ ଯୁବକ ଜଣଙ୍କ ସ୍ପୋର୍ଟ୍ସ ପୋଷାକ ପିନ୍ଧିଥିବା ଦେଖିବାକୁ ମିଳିଛି। ଯୁବକଙ୍କ ପରିଚୟ ମିଳିପାରିନଥିବା ବେଳେ ମୃତଦେହ ଜବତ କରି ଖୋଳତାଡ କରୁଛି ଖଣ୍ଡଗିରି ପୁଲିସ। ତେବେ ଯୁବକଙ୍କୁ କେହି ହତ୍ୟା କରି ଫିଙ୍ଗି ଦେଇଥିବା ସନ୍ଦେହ କରି ତଦନ୍ତ କରୁଛି ପୁଲିସ।

Hot this week

ନବମ ଶ୍ରେଣୀ ଛାତ୍ର ଠାରୁ ବନ୍ଧୁକ ଜବତ

ଗରଦପୁର : କେନ୍ଦ୍ରାପଡ଼ା ଜିଲା ଗରଦପୁର ବ୍ଲକ କୋରୁଆ ସରକାରୀ ଉଚ୍ଚ...

୨୦୨୬ରେ ଏହି ରାଶିଙ୍କ ଚମକିବ ଭାଗ୍ୟ: ଯାହାବି କରିବେ ସଫଳ ହେବେ, ପ୍ରଚୁର ଧନ ବର୍ଷା ହେବ

ସମାଜ ଡିଜିଟାଲ ଡେସ୍କ: ଗ୍ରହମାନଙ୍କର ସ୍ଥିତି ଏବଂ ଗତି ବ୍ୟକ୍ତିବିଶେଷଙ୍କ ଜୀବନକୁ...

ଭତ୍ତା ଅପେକ୍ଷାରେ ୭,୨୮,୭୨୯

ଭୋଟର କାର୍ଡରେ ତ୍ରୁଟିପୂର୍ଣ୍ଣ ବୟସ ଭୁବନେଶ୍ବର : ୬୦ ବର୍ଷ ପୂରଣ କରିଥିବା...

ସୁଭଦ୍ରା ନା ବାର୍ଦ୍ଧକ୍ୟ ଭତ୍ତା : ଆଶଙ୍କାରେ ୯୪ହଜାର ଆଶାୟୀ

ଓକାକ୍‌କୁ ତଥ୍ୟ ଅପଲୋଡ ନିର୍ଦେଶ ଅଯୋଗ୍ୟଙ୍କୁ ଭତ୍ତା ପ୍ରଦାନ ନିୟମ...

ଆଜି ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦

ଧର୍ମଶାଳା: ଟ୍ବେଣ୍ଟି୨୦ ଶୃଙ୍ଖଳାର ପ୍ରଥମ ମ୍ୟାଚ୍‌ରେ ବୋଲରଙ୍କ ସଫଳତା ବଳରେ ଘରୋଇ...

Related Articles

Popular Categories