www.samajalive.in
Saturday, December 6, 2025
15.1 C
Bhubaneswar

ବସ ଧକ୍କାରେ ମହିଳା କନଷ୍ଟେବଳଙ୍କ ମୃତ୍ୟୁ

ଜଗତସିଂହପୁର: ଜଗତସିଂହପୁର ଜିଲା ତିର୍ତ୍ତୋଲ ବଜାର ନିକଟରେ ଶୁକ୍ରବାର ବସ ଧକ୍କାରେ ଜଣେ ମହିଳା କନଷ୍ଟେବଳଙ୍କ ମୃତ୍ୟୁ ଘଟିଛି। ମୃତ କନଷ୍ଟେବଳ ହେଲେ ସୁରଜା ମୁଣ୍ଡା। ସେ ଡ୍ୟୁଟି ସାରି  ଫେରୁଥିବାବେଳେ ଏକ ବସ ତାଙ୍କୁ ଧକ୍କା ଦେଇଥିଲା। ସୁରଜାଙ୍କୁ ତୁରନ୍ତ ଡାକ୍ତରଖାନା ନିଆଯାଇଥିଲା। ହେଲେ ସେଠାରେ ତାଙ୍କୁ ଡାକ୍ତର ମୃତ ଘୋଷଣା କରିଥିଲେ। ପୁଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇବା ସହିତ ଦୁର୍ଘଟଣା ଘଟାଇଥିବା ବସକୁ ଜବତ କରି ଘଟଣାର ତଦନ୍ତ ଚଳାଇଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories