www.samajalive.in
Friday, December 12, 2025
15.1 C
Bhubaneswar

ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତାରେ ଛାତ୍ରଙ୍କ କୃତିତ୍ୱ

ପାଟଣା: ୨୫ତମ ରାଜ୍ୟ ସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତାରେ କେନ୍ଦୁଝର ଜିଲ୍ଲାର ଆଦିବାସୀ ପୁଅ ତ୍ରିନାଥ ମୁଣ୍ଡା ଦ୍ୱିତୀୟ ସ୍ଥାନ ଅଧିକାର କରି ସୁନାମ ଆଣିଛନ୍ତି। ସମ୍ବଲପୁର ଯୁଜୁମୁରା ଠାରେ ଆୟୋଜିତ ରାଜ୍ୟ ସ୍ତରୀୟ ପ୍ରତିଯୋଗିତାରେ ସେ ଏହି ସଫଳତା ପାଇଛନ୍ତି। ପାଟଣା ବ୍ଲକ ଡୁମୁରିଆ ଗ୍ରାମପଞ୍ଚାୟତ ଅନ୍ତର୍ଗତ ବାଇଦବଜା ଗ୍ରାମର ଜଟିଆ ମୁଣ୍ଡା ଓ ମାଆ  ସୁରୁ ମୁଣ୍ଡାଙ୍କ ପୁଅ ତ୍ରିନାଥ ପିଲା ଦିନରୁ ବଡ ଭାଇ ସୁଦର୍ଶନଙ୍କ ପ୍ରେରଣାରେ ସ୍ପୋର୍ଟ ହଷ୍ଟେଲରେ ରହି ପାଠ ପଢୁଥିଲେ। ପୂର୍ବରୁ ମଧ୍ୟ ସେ ଜିଲ୍ଲା ଠାରୁ ଆରମ୍ଭ କରି ଜାତୀୟ ସ୍ତର କ୍ରୀଡ଼ା ପ୍ରତିଯୋଗିତାରେ ଭାଗନେଇ ପୁରସ୍କୃତ ହୋଇଛନ୍ତି। ତାଙ୍କ ସଫଳତା ପାଈଁ ଅଞ୍ଚଳରେ ଶୁଭେଛାର ସୁଅ ଛୁଟିଛି। ସେ ଏହି ପ୍ରତିଯୋଗିତାରେ ସମଗ୍ର ରାଜ୍ୟରେ ଦ୍ବିତୀୟ ସ୍ଥାନ ହାସଲ କରିଛନ୍ତି।

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories