www.samajalive.in
Friday, December 12, 2025
15.1 C
Bhubaneswar

ମଧୁଲିନା ଓ ପାଉଲ ବିଧାୟକ ପ୍ରତିନିଧି ନିଯୁକ୍ତ

ଜି. ଉଦୟଗିରି: ଜି ଉଦୟଗିରି ନିର୍ବାଚନ ମଣ୍ଡଳୀର ବିଧାୟକ ପ୍ରଫୁଲ୍ଲ ଚନ୍ଦ୍ର ପ୍ରଧାନ ଜି. ଉଦୟଗିରି ପଞ୍ଚାୟତ ସମିତି ପାଇଁ ପାଉଲ ପ୍ରଧାନ ଓ ଜି. ଉଦୟଗିରି ନଗର ପାଇଁ ମଧୁଲିନା ଦିଗାଲଙ୍କୁ ବିଧାୟକ ପ୍ରତିନିଧି ଭାବେ ନିଯୁକ୍ତି ଦେଇଥିବା ଜଣାପଡିଛି । ଉଭୟ ନିଯୁକ୍ତିପତ୍ର ପାଇବା ପରେ ଗୋଷ୍ଠୀ ଉନ୍ନୟନ ଅଧିକାରୀ ମନୋଜ କୁମାର ଦେବତା ଓ କାର୍ଯ୍ୟନିର୍ବାହୀ ଅଧିକାରୀ ଇତିଶ୍ରୀ ଷଡ଼ଙ୍ଗୀଙ୍କୁ ପ୍ରଦାନ କରିଛନ୍ତି। ବିଧାୟକ ଆସ୍ଥା ପ୍ରକଟ କରି ନିଜ ପ୍ରତିନିଧି ରଖିଥିବାରୁ ଉଭୟେ ତାଙ୍କୁ କୃତଜ୍ଞତା ଜଣାଇବା ସହ ଆଗାମୀ ଦିନରେ ଦଳୀୟ କର୍ମକର୍ତ୍ତାଙ୍କ ସହଯୋଗରେ ସଙ୍ଗଠନକୁ ସୁଦୃଢ କରିବାକୁ ଚେଷ୍ଟା କରିବେ ବୋଲି କହିଛନ୍ତି।

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories