www.samajalive.in
Sunday, December 14, 2025
26.1 C
Bhubaneswar

ଇବ ନଦୀରେ ବୁଡ଼ି ଯୁବକ ନିଖୋଜ

ସମାଜ ଡିଜିଟାଲ ଡେସ୍କ: ଇବ ନଦୀରେ ବୁଡ଼ିଗଲେ ଯୁବକ। ସୁନ୍ଦରଗଡ଼ ଜିଲା ତଳସରା ଅନ୍ତର୍ଗତ ବାଲିଶଙ୍କରା ଘୋଘର ନିକଟରେ ରବିବାର ଏହି ଅଘଟଣ ଘଟିଛି। ଅଗ୍ନିଶମ କର୍ମଚାରୀମାନେ ଯୁବକଙ୍କୁ ଖୋଜାଖୋଜି କରିଥିଲେ ହେଁ ତାଙ୍କ ପତ୍ତା ମିଳିପାରିନାହିଁ। ଯୁବକ ଜଣଙ୍କ ନାଁ ହେଉଛି ସାତ୍ତ୍ଵିକ ଏବଂ ଘର ବିଶାଖାପାଟଣାରେ। ସେ ନିଜ ପରିବାର ଏବଂ ସାଙ୍ଗସାଥୀଙ୍କ ସହିତ କନାକୁଣ୍ଡ ବୁଲିବାକୁ ଆସିଥିବାବେଳେ ଏହି ଘଟଣା ଘଟିଛି। ପୂର୍ବରୁ ଏହି ସ୍ଥାନରେ ବୁଡ଼ି ୫ ଜଣ ପ୍ରାଣ ହରାଇଥିବା ଜଣାପଡ଼ିଛି।

Hot this week

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

Related Articles

Popular Categories