www.samajalive.in
Monday, December 8, 2025
27.1 C
Bhubaneswar

ବେଳାଭୂମିରେ ମହିଳାଙ୍କ ଗଳିତ ମୃତଦେହ

ଗୋପାଳପୁର: ଚମାଖଣ୍ଡି ଥାନା ଅନ୍ତର୍ଗତ ବଡପୁଟି ବେଳାଭୂମି ପରିସରରେ ଜଣେ ମହିଳାଙ୍କ ଗଳିତ ମୃତଦେହ ପଡ଼ିଛି। ଏହା ଦେଖିବା ପରେ ଅଞ୍ଚଳବାସୀ ପୁଲିସକୁ ଅବଗତ କରାଇଛନ୍ତି। ରବିବାର ସନ୍ଧ୍ୟା ସୁଦ୍ଧା ପୁଲିସ ଘଟଣାସ୍ଥଳ​‌ରେ ପହଞ୍ଚି ନ ଥିବା ଜଣାପଡ଼ିଛି।

ସୂଚନା ଅନୁସାରେ, ରବିବାର ମଧ୍ୟାହ୍ନରେ ଗୋପାଳପୁରରେ ଜଣେ ଯୁବକ ଗୁରୁମୂର୍ତ୍ତି ସମୁଦ୍ରରେ ଗାଧୋଇବା ସମୟରେ ନିଖୋଜ ହୋଇଯାଇଥିଲେ। ଫଳରେ ସ୍ଥାନୀୟ ଲୋକମାନେ ତାଙ୍କୁ ଖୋଜାଖୋଜି କରିବା ସମୟରେ ବେଳାଭୂମିରେ ଜଣେ ମହିଳାଙ୍କ ମୃତଦେହ ପଡ଼ିଥିବା ଦେଖିବାକୁ ପାଇଥିଲେ। ମହିଳାଙ୍କ ଶରୀର ଅନେକ ସ୍ଥାନ ପୋଡ଼ିଯାଇଥିବା ଦେଖିବାକୁ ମିଳିଛି। ଶରୀରରେ ପୋଷାକ ନାହିଁ। ମୃତଦେହ ସମୁଦ୍ରରେ ଭାସି ଆସି ବେଳାଭୂମିରେ ପଡ଼ିଛି ନା କିଏ ତାଙ୍କୁ ହତ୍ୟା କରି ଏଠାରେ ଫିଙ୍ଗି ଦେଇଛନ୍ତି ତାହା ଜଣାପଡ଼ି ନାହିଁ।

Hot this week

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ...

ବିବାହ ଭାଙ୍ଗିବା ପରେ ପରସ୍ପରଙ୍କୁ ଅନଫଲୋ କଲେ ମନ୍ଧାନା-ପଲାସ

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଉପଅଧିନାୟିକା ସ୍ମୃତି ମନ୍ଧାନା...

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫୦ରୁ ଅଧିକ ଫଳ ଦୋକାନ

ସମାଜଲାଇଭ ଡେସ୍କ: ବଲାଙ୍ଗିର ସହରରେ ଥିବା ଫଳ ବଜାରରେ ସୋମବାର ଭୟଙ୍କର...

ନିଆଁରେ ପୋଡି ହୋଇ ଛାତ୍ରୀ ମୃତ୍ୟୁ ଘଟଣା : ୪ ଲକ୍ଷ ଅନୁକମ୍ପା ରାଶି ଘୋଷଣା

ଭୁବନେଶ୍ଵର :ନିଆଁରେ ପୋଡି ହୋଇଥିବା ରାଜଗାଙ୍ଗପୁର ଲାଞ୍ଜିବେରାନାର ଗୁରୁତର ଛାତ୍ରୀଙ୍କ ମୃତ୍ୟୁ...

ଗାଁ କଳିରୁ ପୋଡାଜଳା , ମେଳି, ଉତ୍ତେଜନା : ୨୪ ଘଣ୍ଟା ଇଣ୍ଟରନେଟ୍ ବନ୍ଦ

ମାଲକାନଗିରି: ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ମାରିୱାଡ଼ା ପଞ୍ଚାୟତ ଅନ୍ତର୍ଗତ ରାଖେଲଗୁଡ଼ା...

Related Articles

Popular Categories