www.samajalive.in
Sunday, December 7, 2025
14.1 C
Bhubaneswar

ନାଳକୁ ଖସିଲା କାର; ଅଳ୍ପକେ ବର୍ତ୍ତିଲା ୫ ଜୀବନ

କଳାବାଡିଆ: ଭାରସାମ୍ୟ ହରାଇ ନାଳ ଭିତରକୁ ଖସି ପଡ଼ିଲା କାର। ଅଳ୍ପକେ ବର୍ତ୍ତିଲା ଦୁଇଟି ପରିବାରର ପାଞ୍ଚ ଜଣଙ୍କ ଜୀବନ। ପୂଜା ଛୁଟିରେ ବୁଲିବାକୁ ଯାଇଥିଲେ ଅଯୋଧ୍ୟା। ସେଠାରୁ ଘରକୁ ଫେରୁଥିବା ସମୟରେ ବାଙ୍ଗିରିପୋଷି ଥାନା ଅଧୀନ ଧୋଡାଙ୍ଗୀରି ନିକଟରେ ଘଟିଛି ଦୁର୍ଘଟଣା। ଏଥିରେ ଆହତ ହୋଇଥିବା ପାଞ୍ଚ ଜଣକୁ ୧୦୮ ଆମ୍ବୁଲାନ୍ସ ଯୋଗେ ବାରିପଦା ପି. ଆର. ଏମ ମେଡିକାଲରେ ଭର୍ତ୍ତି କରାଯାଇଛି। ଆହତମାନେ ବାଲେଶ୍ୱର ଜିଲା ନୀଳଗିରି ଅଞ୍ଚଳର ବୋଲି ଜଣାପଡ଼ିଛି। ଘଟଣା ସ୍ଥଳରେ ବାଙ୍ଗିରିପୋଷି ପୁଲିସ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି।

Hot this week

ଜାଡରେ ଥରୁଛି ସାରା ଓଡିଶା

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ଶୁଷ୍କ ଥଣ୍ଡା ବାୟୁର ପ୍ରବାହ ଯୋଗୁଁ ରାଜ୍ୟରେ ଶୀତ...

କ୍ରିକେଟ୍‌ପ୍ରେମୀଙ୍କ ପାଇଁ ସ୍ୱତନ୍ତ୍ର ‘ଆମ ବସ୍’ ସେବା

ଭୁବନେଶ୍ବର: କଟକର ବାରବାଟୀ ଷ୍ଟାଡିୟମରେ ଚଳିତ ମାସ ୯ରେ ହେବାକୁ ଥିବା...

ଜାନୁଆରୀ ୨୦ରେ ଓଏସ୍‌ଏସ୍‌ଟିଇଟି

କଟକ: ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ଦ୍ବାରା ପରିଚାଳିତ ଓଡ଼ିଶା ମାଧ୍ୟମିକ ବିଦ୍ୟାଳୟ...

ସୁନା ଲିଜ୍‌ ବା ଭଡା ଦେଇ ରୋଜଗାର

ନୂଆଦିଲ୍ଲୀ - ଅନେକ ଲୋକ ଗୋଲ୍ଡ ବଣ୍ଡ ସହ ସୁନାରେ ଟଙ୍କା...

‘ବାବୁଜୀ ଥିଲେ ଉତ୍କଳମଣିଙ୍କ ଐତିହ୍ୟର ଅନିର୍ବାଣ ଶିଖା’

କଟକ:‘ସମାଜ’ ହେଉଛି ଖବରକାଗଜର ପ୍ରତିନାମ। ‘ସମାଜ’ର ଏପରି ସୁନାମ ପଛରେ ପଣ୍ଡିତ...

Related Articles

Popular Categories